Latest Odisha News

BREAKING NEWS

Browsing Tag

covid violation

କୋଭିଡ୍ ନିୟମ ଉଲ୍ଲଂଘନ କରି ପୋଲିସ ଆଗରେ ଦୂତୀଙ୍କ ଦବଙ୍ଗଗିରିି

ଯାଜପୁର: ବେଶ କିଛି ଦିନ ପୂର୍ବରୁ ଜଣେ ୱବ୍ ପୋର୍ଟାଲ୍ ସାମ୍ବାଦିକଙ୍କ ବିରୋଧରେ ଅଭିଯୋଗ ଆଣି ଚର୍ଚ୍ଚାରେ ଥିଲେ ଧାବିକା ଦୂତୀ ଚାନ୍ଦ । ହେଲେ ଏବେ କର୍ତ୍ତବ୍ୟରତ ପୋଲିସକୁ ନାଲି ଆଖି ଦେଖାଇ ଦୂତୀ ସମାଲୋଚନାର ଶିକାର ହୋଇଛନ୍ତି । ଗତକାଲି ବିନା ଅନୁମତିରେ ଯାଜପୁର ଜିଲ୍ଲା ଚକଗୋପାଳପୁର…

ଆରଡ଼ି ଆଖଣ୍ଡଳମଣିଙ୍କ ପୀଠରେ ମାନିଲେନି ଶ୍ରାବଣ କଟକଣା

ଭଦ୍ରକ : ଆରଡ଼ି ଆଖଣ୍ଡଳମଣିଙ୍କ ପୀଠରେ ଶ୍ରାବଣଯାତ୍ରା କଟକଣା ଫୁ । ନିୟମକୁ ନମାନି ଜଳାଭିଷେକ କଲେ ଶତାଧିକ ଭକ୍ତ । ମହାମାରୀ କରୋନାର ଭୟାଭୟତାକୁ ଦେଖି ସରକାର ବନ୍ଦ କରିଥିଲେ ଆଖଣ୍ଡମଣୀଙ୍କ ଶ୍ରାବଣୀ ମେଳା । କୌଣସି ଶିବାଳୟରେ କାଉଡ଼ିଆ ଜଳଲାଗି କରିବେ ନାହିଁ ବୋଲି ସମସ୍ତ ମନ୍ଦିର ପ୍ରଶାସନ…

ଭାଙ୍ଗିଲେ କରୋନା କଟକଣା, ଗଣିଲେ ଲକ୍ଷେ ଟଙ୍କା ଜରିମାନା

ଭଦ୍ରକ: ଲକ୍‌ଡାଉନ୍‌ରେ ସଟର୍ ବନ୍ଦ କରି ଚାଲିଥିଲା କପଡା କାରବାର । ପ୍ରଶାସନିକ ଅଧିକାରୀଙ୍କୁ ଦେଖି ଚମ୍ପଟ୍ ମାରିଥିଲେ ଦୋକାନ ମାଲିକ । ହେଲେ ଧୋକା ଖାଇନଥିଲା ପ୍ରଶାସନର ତୀକ୍ଷ୍ଣ ନଜର । ଶେଷରେ ଧରାପଡିଲା ଦୋକାନ ମାଲିକଙ୍କ ମିଛ । ବନ୍ଦ ଦୋକାନରୁ ଉଦ୍ଧାର ହୋଇଥିଲେ ୩ ଗ୍ରାହକଙ୍କ ସମେତ ଜଣେ…