Latest Odisha News
Browsing Tag

Covid Warrior

“କରୋନା ଯୋଦ୍ଧା ସମ୍ମାନ: ୨୦୧୯-୨୨” ସମ୍ମାନିତ ହେଲେ ସାମ୍ବାଦିକ ଲାଲା ପ୍ରମୋଦ ରାୟ

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ସରସଦାଠାରେ ଅନୁଷ୍ଠିତ ହୋଇଯାଇଛି କରୋନା ଯୋଦ୍ଧା ସମ୍ମାନ: ୨୦୧୯-୨୨ କାର୍ଯ୍ୟକ୍ରମ । ଏହି ଅବସରରେ ବହୁ ଜଣାଶୁଣା ବ୍ୟକ୍ତିତ୍ୱଙ୍କ ଗହଣରେ ମୁଖ୍ୟ ଅତିଥି ଭାବେ ଏଡିଏମ୍ ମନୋଜ ପାତ୍ର ଯୋଗ ଦେଇଥିଲେ । ଆମ ମାତୃଭୂମି ସେବା ସଙ୍ଗଠନ ଆନୁକୂଲ୍ୟରେ…

ଶହୀଦ କୋଭିଡ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ବରରେ ପ୍ରତିଷ୍ଠା ହେବ ସ୍ମାରକୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶହୀଦ କୋଭିଡ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ବରରେ ଏକ ସ୍ମାରକୀ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ…

ଓଡ଼ିଶା ପୋଲିସର କୋଭିଡ୍ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ପୋଲିସର କୋଭିଡ୍ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା । ବର୍ତ୍ତମାନ ସୁଦ୍ଧା ଶହେ ଜଣ ପୋଲିସ କର୍ମଚାରୀ ପ୍ଲାଜମା ଦାନ କଲେଣି । ଏହି ମହାନତା ପାଇଁ ସେମାନଙ୍କୁ ତାରିଫ କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,…

ରାଜ୍ୟରେ ଆଉ ଜଣେ ଡାକ୍ତରଙ୍କ ମୁଣ୍ଡ ନେଲା କରୋନା

ପୁରୁଷୋତ୍ତମପୁର: ଗଞ୍ଜାମ ଜିଲ୍ଲାରେ ବଢୁଛି କରୋନା ପ୍ରକୋପ। ବର୍ତ୍ତମାନ ସୁଦ୍ଧା ଏହି ମହାମାରୀ ପ୍ରଭାବରେ ଗଲାଣି ୨୫ କୋଭିଡ଼୍ ଯୋଦ୍ଧାଙ୍କ ଜୀବନ। ରବିବାର ଦିନ ପ୍ରାଣ ହରାଇଛନ୍ତି ଆଉ ଜଣେ ଆଗଧାଡ଼ିର କୋଭିଡ଼୍ ଯୋଦ୍ଧା । କରୋନାରେ ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିବା ଜିଲ୍ଲାରେ…

କୋଭିଡ ଯୋଦ୍ଧାଙ୍କ ପାଇଁ କାଲି ସନ୍ଧ୍ୟାରେ ନୀରବ ପ୍ରାର୍ଥନା କରିବାକୁ ଅପିଲ

ଭୁବନେଶ୍ୱର: କାଲି ସନ୍ଧ୍ୟା ୬ଟାରେ ନୀରବ ପ୍ରାର୍ଥନା ପାଇଁ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ସନ୍ଧ୍ୟାରେ ୧ମିନିଟର ନିରବ ପ୍ରାର୍ଥନା କରିବା ପାଇଁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଯିଏ ଯେଉଁଠି…

କରୋନା ଯୋଦ୍ଧାଙ୍କ କରୁଣ କାହାଣୀ: ମୃତ୍ୟୁ ପରେ ପାଖ ମାଡିଲେନି ସମ୍ପର୍କୀୟ, ମୃତଦେହ ଉଠାଇଲେ ସାମ୍ବାଦିକ

ଗଂଜାମ: କରୋନା ମହାମାରୀ ସମୟରେ କରୋନା ଯୋଦ୍ଧାମାନେ ନିଜ ଜୀବନକୁ ବାଜି ଲଗାଇ କର୍ମ କ୍ଷେତ୍ରରେ କାମ କରୁଛନ୍ତି । କିନ୍ତୁ ସେହିମାନେ ଯଦି କରୋନାରେ ମୃତ୍ୟୁ ବରଣ କରନ୍ତି ତେବେ ତାଙ୍କ ପାଇଁ ନା ଆଗେଇ ଆସୁଛନ୍ତି ସମ୍ପର୍କୀୟ ନା ସହକର୍ମୀ । ଏପରି ଏକ ଘଟଣା ଘଟିଛି ଗଂଜାମ କୋଦଳା ଅଂଚଳରେ ।…

କରୋନା ଲଢ଼େଇ ଜିତିଲେ ୩୪ କରୋନା ଯୋଦ୍ଧା

ସୁନ୍ଦରଗଡ଼: ହାରିଲା କରୋନା । ଜିତିଲେ କରୋନା ଯୋଦ୍ଧା । କରୋନା ସଂକ୍ରମିତ ସୁନ୍ଦରଗଡ଼ ଜିଲ୍ଲାର ୩୪ ଜଣ ପୋଲିସ କର୍ମଚାରୀ ସୁସ୍ଥ ହୋଇଛନ୍ତି । ସେମାନଙ୍କୁ ବିଭିନ୍ନ କୋଭିଡ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ହସ୍ପିଟାଲ କର୍ମଚାରୀ ସମସ୍ତଙ୍କୁ…