Latest Odisha News

BREAKING NEWS

Browsing Tag

covid worrior

‘କୋଭିଡ ଯୋଦ୍ଧା ପିଲାଙ୍କ ସ୍କୁଲ ଫି’ ଛାଡ କରାଯାଉ’

ଭୁବନେଶ୍ୱର: ମହାମାରୀ କରୋନା ବେଳେ କୋଭିଡ ଯୋଦ୍ଧାଙ୍କ ପିଲାଙ୍କୁ ସ୍କୁଲ ଫି’ ସମ୍ପୂର୍ଣ୍ଣ ଛାଡ କରାଯାଉଛି । ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, କୋଭିଡ ଯୋଦ୍ଧାଙ୍କ ପିଲାଙ୍କ…

କୋଭିଡ ଯୋଦ୍ଧାଙ୍କ ପାଇଁ ସାରା ରାଜ୍ୟରେ ୧ ମିନିଟ ନିରବ ପ୍ରାର୍ଥନା, ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସନ୍ଧ୍ୟା ୬ଟାରେ ସାରା ଓଡ଼ିଶା ଏକ ମିନିଟ୍ ପାଇଁ  ନିରବ ପ୍ରାର୍ଥନା କରିଛି। କୋଭିଡ୍‌ ଯୋଦ୍ଧାମାନଙ୍କର ମାନବ ଜାତି ପ୍ରତି ସର୍ବୋଚ୍ଚ ତ୍ୟାଗକୁ ପୁନଃ ସ୍ମରଣ କରି ସମ୍ମାନ ଜଣାଇଛି ସାରା ଓଡ଼ିଶା। ୧ ମିନିଟ୍ ଲାଗି ଅଟକି ଯାଇଛି ଜୀବନଯାତ୍ରା। ରାସ୍ତଘାଟ, ଅଫିସ, ବଜାରଘାଟ…

‘ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ପାଇଁ ନୁହେଁ, କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା କରିବୁ’

ଭୁବନେଶ୍ୱର: କାରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଆଜି ସନ୍ଧ୍ୟାରେ ୨ ମିନିଟ ନୀରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । ଏଥିସହ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ କାର୍ଯ୍ୟକ୍ରମ ମଧ୍ୟ ରହିଛି । ତେବେ ଏହି…

କୋଭିଡ୍ ଯୋଦ୍ଧା ଓ ସୀମିତ ଲୋକଙ୍କୁ ନେଇ ପାଳନ ହେବ ସ୍ୱାଧୀନତା ଦିବସ

ଭୁବନେଶ୍ୱର: କୋଭିଡ କଟକଣା ମଧ୍ୟରେ ପାଳନ ହେବ ସ୍ୱାଧୀନତା ଦିବସ, ସେନେଇ ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନେଇ ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜାତୀୟ ଦିବସ ପାଳନ କମିଟି ବୈଠକ ବସିଛି । ଗୃହ…

କରୋନା ଯୋଦ୍ଧାଙ୍କ ହେବ କୋଭିଡ ଟେଷ୍ଟ

ଗଞ୍ଜାମ: କରୋନା ଯୋଦ୍ଧାଙ୍କ ହେବ କୋଭିଡ ଟେଷ୍ଟ । ଏନେଇ ଗଂଜାମ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି । ଡ଼୍ୟୁଟିରେ ଯିବା ପୂର୍ବରୁ ସମସ୍ତଙ୍କର କୋଭିଡ଼ ପରୀକ୍ଷା ହେବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । ଏନେଇ ଟ୍ୱିଟ କରି ଗଂଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି । All staff will…

ପୁଣି ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ, ପରିବାର ଲୋକଙ୍କ ରାସ୍ତାରୋକ

ଗଞ୍ଜାମ: ପୁଣି ଜଣେ କରୋନା ଯୋଦ୍ଧାଙ୍କ ଗଲା ଜୀବନ । ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଖୋଳଖାଳି ଗାଁରେ କ୍ୱାରେଣ୍ଟାଇନ କେନ୍ଦ୍ରରେ କାର୍ୟ୍ୟରତ ଜଣେ ଅଙ୍ଗନବାଡ଼ି କର୍ମୀଙ୍କ ମୃତ୍ୟୁ ହୋଇଛି । ସେ କିଛି ଦିନ ହେବ ଜ୍ୱର, ଥଣ୍ଡା, କାଶରେ ପିଡ଼ୀତ ଥିଲେ । ତଥାପି ମଧ୍ୟ କ୍ୱାରେଣ୍ଟାଇନ…

କୋଭିଡ-୧୯ ବିରୋଧୀ ସଂଗ୍ରାମରେ ଓଡ଼ିଶାର ସ୍ଥିତି ଭଲ ଅଛି: ନବୀନ

ଭୁବନେଶ୍ୱର: ଦୁଇ ମାସ ଧରି ସାରା ଦୁନିଆ ଏକ ବଡ ଜଟିଳ ପରିସ୍ଥିତିର ସାମ୍ନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ଓଡିଶା ବି କୋଭିଡ ବିରୁଦ୍ଧରେ ଯୁଦ୍ଧ ଜାରି ରହିଛି । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ମୋ…