ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ
ଲଣ୍ଡନ: ତଥ୍ୟ ଅନୁଯାୟୀ ମାର୍ଚ୍ଚ ୨୦୨୦ ପରଠାରୁ ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି।
୩,୧୬୫ ନୂତନ ମାମଲା ରିପୋର୍ଟ କରାଯାଇଥିବା ବେଳେ ସୋମବାରରେ ୩,୩୮୩ଟି ମାମଲା ରିପୋର୍ଟ ହୋଇଥିଲା…