Latest Odisha News

BREAKING NEWS

Browsing Tag

Covid19 outbreak

କରୋନା ଟିକା ଅକ୍ସଫୋର୍ଡ-ଆଷ୍ଟ୍ର ଜେନେଙ୍କାର ୩ ପର୍ଯ୍ୟାୟ ଟ୍ରାଏଲ୍ ଆରମ୍ଭ

ନୂଆଦିଲ୍ଲୀ: କରୋନା ଟିକା ଅକ୍ସଫୋର୍ଡ-ଆଷ୍ଟ୍ର ଜେନେଙ୍କାର ୨ୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ବ୍ରିହାନମୁମ୍ବାଇ ମ୍ୟୁନିସିପାଲିଟି କର୍ପୋରେସନ୍ ପକ୍ଷରୁ ଶେଷ ହୋଇଛି। ସୂଚନା ଅନୁଯାୟୀ ପ୍ରଥମ ଟୀକାକରଣର ୨୮ ଦିନ ସରିଲା ପରେ ଖୁବ୍ ଶୀଘ୍ର ଏହାର ୩ୟ ପର୍ଯ୍ୟାୟ ପରୀକ୍ଷଣ ଆରମ୍ଭ କରାଯିବ।…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୨୪୩ ଆକ୍ରାନ୍ତ, ୩୫୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ…

୬୯ ହଜାର ନୂଆ ଆକ୍ରାନ୍ତଙ୍କ ସହ ଦେଶରେ ୩୦ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସାଢେ ସାତ କୋଟି ଟଙ୍କା ଦାନକଲେ ବାଗଚୀ ଦମ୍ପତ୍ତି

ଭୁବନେଶ୍ୱର: ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଓ ତାଙ୍କ ପତ୍ନୀ ତଥା ମୋ ସ୍କୁଲ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସାଢେ ସାତ କୋଟି ଟଙ୍କା ଦାନ କରିଛନ୍ତି । ଏହି ଟଙ୍କା ପୁରୀ ଜିଲ୍ଲାର ଅସହାୟ ବୃଦ୍ଧା ମହିଳାଙ୍କ ସହାୟତା ପାଇଁ…

୨୪ ଘଣ୍ଟାରେ ୧୪୩୪ ଆକ୍ରାନ୍ତଙ୍କ ସହ ରାଜ୍ୟରେ ୩୫ ହଜାର ପାଖାପାଖି ପହଞ୍ଚିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୦୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୪୩୪ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍…