Latest Odisha News

BREAKING NEWS

Browsing Tag

covid19. positive

ବିଏମସି ଅଞ୍ଚଳରୁ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ, ୫୪୮ଟି ଲୋକାଲ୍ କେସ୍

ଭୁବନେଶ୍ୱର: ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ଦିନକୁ ଦିନ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିଛି । ଅନ୍ୟପଟେ ଦୈନିକ ସଂକ୍ରମଣ ମାମଲା ଭିତରୁ ୭୦ ପ୍ରତିଶତ ଲୋକାଲ୍ କେସ୍ ରହୁଛି । ଗତ ୨୪ ଘଣ୍ଟାରେ ରାଜଧାନୀରେ ୬୯୮ ଜଣ କରୋନା ସଂକ୍ରମିତ…

ପ୍ରଥମ ଡୋଜ୍ ଟିକା ନେବା ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ କରୋନା

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ଏନେଇ ସେ ଟ୍ୱିଟରରେ ସୂଚନା ଦେଇଛନ୍ତି । ପ୍ରାଥମିକ ଲକ୍ଷଣ ଦେଖା ଦେବା ପରେ ସେ କୋଭିଡ୍ ପରୀକ୍ଷା କରାଇଥିଲେ । ତାଙ୍କ ରିପୋର୍ଟ କୋଭିଡ୍ ପଜିଟିଭ୍ ଆସିଛି । କରୋନା ସଂକ୍ରମିତ ହେବା ପରେ ସେ ଏବେ…

ଟିଏମସି ସାଂସଦ ନୁସରତ ଜହାନ କରୋନା ସଂକ୍ରମିତ, ସମସ୍ତ କାର୍ଯ୍ୟକ୍ରମ ବାତିଲ

ନୂଆଦିଲ୍ଲୀ: ବଙ୍ଗଳା ନିର୍ବାଚନ ପୂର୍ବରୁ ଅଭିନେତ୍ରୀ ତଥା ଟିଏମସି ସାଂସଦ ନୁସରତ ଜହାନ କୋଭିଡ୍ ୧୯ ରେ ସଂକ୍ରମିତ ହୋଇଛନ୍ତି । ଏହି ଖବର ସାମ୍ନାକୁ ଆସିବା ପରେ ନୁସରତଙ୍କର ସମସ୍ତ ମିଟିଙ୍ଗ୍ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବାତିଲ କରାଯାଇଛି । ନୁସରତଙ୍କର କରୋନା ପଜିଟିଭ୍ ହେବାର ପ୍ରଭାବ…

ଆଉ ଜଣେ ମନ୍ତ୍ରୀ କରୋନା କବଳରେ !

ଭୁବନେଶ୍ୱର: ପୁଣି ଆଉ ଜଣେ ମନ୍ତ୍ରୀଙ୍କୁ କରୋନା । ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କରୋନରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏ ନେଇ ସେ ନିଜେ ଆଜି ଟ୍ୱିଟ୍ କରି ଜଣାଇଛନ୍ତି । Mid March'20 onwards doing public & official…

ଜଟିଳ ହେଉଛି ସ୍ଥିତି: ଭାରତରେ ୨୪ ଘଣ୍ଟାରେ ୩୭ ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ, ୨୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଜଟିଳ ଆଡକୁ ଗତି କରୁଛି କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଲକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୩୭,୧୪୮ ଜଣ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯,୪୨୯ ନୂଆ ଆକ୍ରାନ୍ତ: ଦେଶରେ ୯ ଲକ୍ଷ ୩୬ ହଜାର ଟପିଲା କରୋନା ମାମଲା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ୨୯,୪୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୨ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯,୩୬,୧୮୧…

ସାବଧାନ ! ଏଟିଏମ୍‌ରୁ ୩ଜଣଙ୍କୁ କରୋନା ସଂକ୍ରମଣ, କ୍ୱାରେଣ୍ଟାଇନ୍‌ରେ ୨୮

ଗୁଜରାଟ: ବଡୋଦରାରେ ୩ଜଣ ଯବାନ କରୋନାରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ କୋଭିଡ-୧୯ଟେଷ୍ଟ ପଜିଟିଭ ବାହାରିଛି । ମିଳିଥିବା ସୂଚନାରୁ ଜଣାପଡିଛି ତଦନ୍ତରୁ ଜଣାପଡିଛି ତିନିଜଣ ଯବାନ ଗୋଟିଏ ଦିନରେ ଗୋଟିଏ ଏଟିଏମ୍‌ରୁ ଟଙ୍କା ଉଠାଣ କରିଥିଲେ । ଯବାନଙ୍କର କୌଣସି ଯାତ୍ରା ଇତିହାସ ନଥିଲାବେଳେ…