ଓଡ଼ିଶାରୁ ଦିନକରେ ୧୫୭ କରୋନା ରୋଗୀ ସୁସ୍ଥ, ସୁନ୍ଦରଗଡ଼ରୁ ସର୍ବାଧିକ ୩୦ ଆରୋଗ୍ୟ
ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୫୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୩୦ ଜଣ ରହିଛନ୍ତି। ତା' ତଳକୁ ପୁରୀ ଓ ସମ୍ବଲପୁରରୁ ୨୩ ଜଣ ରହିଛନ୍ତି।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…