Latest Odisha News

BREAKING NEWS

Browsing Tag

Covid19 recover

ଓଡ଼ିଶାରୁ ଦିନକରେ ୧୫୭ କରୋନା ରୋଗୀ ସୁସ୍ଥ, ସୁନ୍ଦରଗଡ଼ରୁ ସର୍ବାଧିକ ୩୦ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୫୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୩୦ ଜଣ ରହିଛନ୍ତି। ତା' ତଳକୁ ପୁରୀ ଓ ସମ୍ବଲପୁରରୁ ୨୩ ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଓଡ଼ିଶାରୁ ୨୨୮ କରୋନା ସଂକ୍ରମିତ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୮ ହଜାର ୨୭୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଷ୍ଟେଟ୍ ପୁଲ ସମେତ ୨୪ ଜିଲ୍ଲାରୁ କରୋନା ରୋଗୀ ସୁସ୍ଥ…