Latest Odisha News

BREAKING NEWS

Browsing Tag

COVID19

ରାଜ୍ୟରୁ ଆଉ ୬ ହଜାର ୯୯୮ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ସଂକ୍ରମଣରେ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୬ ହଜାର ୯୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୪ ହଜାର ୫୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨ ହଜାର ୯୪୪ ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ଜଣ…

ରାଜ୍ୟରେ ରେକର୍ଡ ଭାଙ୍ଗୁଛି ସଂକ୍ରମଣ, ୮୩୮୬ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୮ ହଜାର ଟପିବା ସହ ରେକର୍ଡ ଭାଙ୍ଗିଛି। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୮ ହଜାର ୩୮୬ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୪୭୮୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬୦୫ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଦିନକରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୨୭୭୧ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୧୪୪ ଜଣ । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…

୨ଦିନ ଲାଗି ବନ୍ଦ କରଞ୍ଜିଆର ଦୋକାନ ବଜାର

କରଞ୍ଜିଆ: ମୟୁରଭଞ୍ଜର କରଞ୍ଜିଆ ସହରର ସମସ୍ତ ଦୋକାନ ବଜାର ଆଗାମୀ ୨ ଦିନ ଯାଏଁ ବନ୍ଦ ରହିବ ବୋଲି ଘୋଷଣା ହୋଇଛି। ସୂଚନା ଅନୁଯାୟୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତକାଲି ଜିଲ୍ଲାପାଳଙ୍କ ଅପିଲ ପରେ ବ୍ୟବସାୟୀ ସଂଘ ଏପରି ନିଷ୍ପତ୍ତି ନେଇଛି। ଯାହା ଫଳରେ ଆଜି ସକାଳ ୬ଟାରୁ ୨୮ ତାରିଖ…

କୋଭିଡ ହସ୍ପିଟାଲ ଲାଗି ହେଲ୍ପଲାଇନ ନଂ ଜାରି କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ ପକ୍ଷରୁ ସୋମବାର ଦିନ ସହରରେ ଉତ୍ସର୍ଗୀକୃତ କୋଭିଡ ଡାକ୍ତରଖାନାଗୁଡ଼ିକ ପାଇଁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ବିଏମସି ଏହାର ଟ୍ୱିଟରେ କହିଛି ଯେ, ରୋଗୀଙ୍କ ଅବସ୍ଥା ସମ୍ପର୍କରେ ଜାଣିବା ପାଇଁ ତାଙ୍କ ପରିବାର ସଦସ୍ୟ ମାନେ ଏହି…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ଆଉ ୯ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ଭଦ୍ରକ, କଟକ, ଗଞ୍ଜାମରୁ ଜଣେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୪୬୪ ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର: ସଂକ୍ରମଣ ଭଳି ଆରୋଗ୍ୟ ହାରରେ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା । ଆଜି ରାଜ୍ୟରୁ ଆଉ ୩ ହଜାର ୪୬୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩ ଲକ୍ଷ ୬୨ ହଜାର ୯୩୧କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ…

କାୟା ମେଲାଉଛି କରୋନା; ୩ ଦିନରେ ICUରେ ଭର୍ତ୍ତି ହେଲେ ୩୩୬ ରୋଗୀ

ଭୁବନେଶ୍ୱର: କ୍ରମାଗତ ଚାରି ଦିନ ହେବ ଓଡିଶାରେ ୬୦୦୦ରୁ ଅଧିକ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସରକାରୀ ତଥା ବେସରକାରୀ କୋଭିଡ ହସ୍ପିଟାଲର ଆଇସିୟୁରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ, ଏପ୍ରିଲ୍…

ଆଜି ରାଜ୍ୟରୁ ୬ ହଜାର ୧୧୬ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬ ହଜାର ୧୧୬ ଆକ୍ରାନ୍ତ । ଏମାନଙ୍କ ଭିତରେ ୩ ହଜାର ୫୪୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୫୭୦ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । https://twitter.com/IPR_Odisha/status/1386159537418211330?s=19…

ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୩୪୬୪ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ଲମ୍ବ ଡିଆଁ ମାରିଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩୪୬୪ ଜଣ ସଂକ୍ରମିତ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…