Latest Odisha News
Browsing Tag

COVID19

ରାଜ୍ୟରେ ଆଉ ୪ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୨ରେ ପହଂଚିଛି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ମାନଙ୍କ ମଧ୍ୟରେ ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି ଓ…

ଦିଗବିଜୟ ସିଂହଙ୍କୁ କରୋନା

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂହ ଶୁକ୍ରବାର ଦିନ କରୋନା ପଜିଟିଭ୍ ହୋଇଛନ୍ତି। ଏବେ ସେ ତାଙ୍କ ବାସଭବନରେ କ୍ବାରେଣ୍ଟାଇନରେ ଥିବା ଜଣାପଡିଛି। https://twitter.com/digvijaya_28/status/1382915784507203584?s=19 ଏନେଇ ସେ ଟ୍ବିଟ କରି ସୂଚନା…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ କଳାହାଣ୍ଡି ଓ କେନ୍ଦୁଝରରୁ…

୨ ଲକ୍ଷ ଡେଇଁଲା ଦେଶରେ ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି କରୋନା ସ୍ଥିତି। ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। କେବଳ ଏତିକି ନୁହେଁ ୧୦୦୦ ଉପରେ ଲୋକଙ୍କର ପ୍ରାଣ ମଧ୍ୟ ଯାଉଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୨,୦୦,୭୩୯…

ରାଜ୍ୟରେ କରୋନାର ନୂଆ ରେକର୍ଡ, ୨ ହଜାର ଟପିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି କରୋନାର ପ୍ରକୋପ । ଚଳିତ ବର୍ଷରେ ପ୍ରଥମ ଥର ପାଇଁ ଦୈନିକ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨ ହଜାର ୨୬୭ଟି କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । କ୍ୱାରେଣ୍ଟାଇନରୁ ୧୩୧୪ଟି ମାମଲା ଆସିଥିବା ବେଳେ…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ନୂଆପଡା ଅଞ୍ଚଳରୁ ୨ ଜଣ…

ଚିନ୍ତା ବଢ଼ାଉଛି ଦୈନିକ କରୋନା ସଂକ୍ରମଣ; ୧,୬୮,୯୧୨ ପଜିଟିଭ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୧ ଲକ୍ଷ ୬୮ ହଜାର ୯୧୨ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭କୁ ବୃଦ୍ଧି ପାଇଛି ।…

୨୪ ଘଣ୍ଟାରେ ୧,୭୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୨୬୮

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୭୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧୫ଟି ମାମଲା ଆସିଥିବା ବେଳେ ସ୍ଥାନୀୟ ସଂକ୍ରମଣ ହେଉଛି ୭୨୬ଟି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୩୦ ଜିଲ୍ଲା ଓ…

ଦିନକରେ ଦେଶରେ ଲକ୍ଷେ ୫୨ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୮୩୯ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୧ ଲକ୍ଷ ୫୨ ହଜାର ୮୭୯ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୩ ଲକ୍ଷ ୫୮ ହଜାର ୮୦୫କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ଚିକିତ୍ସାଧୀନ…

ଆରଏସଏସ୍ ମୁଖ୍ୟ ମୋହନ ଭଗବତଙ୍କୁ କରୋନା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ରାଷ୍ଟ୍ରିୟ ସ୍ବୟଂ ସେବକ ସଂଘର ମୁଖ୍ୟ ମୋହନ ଭଗବତ ଶୁକ୍ରବାର ଦିନ କୋଭିଡ -୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ନାଗପୁରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ନେଇ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଷ୍ଟ୍ରିୟ ସ୍ବୟ ସେବକ ସଂଘର ମୁଖ୍ୟ ମୋହନଜୀ ଭଗବତ ଜୀ କରୋନା…