ଚିନ୍ତା ବଢ଼ାଉଛି ସଂକ୍ରମଣ, ୨୪ ଘଣ୍ଟାରେ ୧ ଲକ୍ଷ ୪୫ ହଜାର ପଜିଟିଭ
ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।
ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ସର୍ବାଧିକ…