ବଢୁଛି ସଂକ୍ରମଣ; ଦିନକରେ ଦେଶରୁ ୨୬ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ
ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ନୂଆ ୨୬ ହଜାର ୨୯୧ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ମୋଟ ସଂକ୍ରମିତ ସଂଖ୍ୟା ୧,୧୩,୮୫,୩୩୯କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।…