Latest Odisha News

BREAKING NEWS

Browsing Tag

COVID19

ଓଡ଼ିଶାରୁ ସୁସ୍ଥ ହେଲେ ୭୧ ନୂଆ କରୋନା ରୋଗୀ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୧ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୫୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଦେଶରେ ୨୪ ଘଣ୍ଟାରେ କରୋନାର ଆଉ ୧୧ ହଜାର ମାମଲା, ଭ୍ୟାକ୍ସିନ୍ ନେଲେଣି ୬୬ ଲକ୍ଷ ଲୋକ

ନୂଆଦିଲ୍ଲୀ: ଦେଶରେ ଲଗାତାର ୧୨ ଦିନ ଧରି ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବିଗତ ୨୪ ଘଣ୍ଟାରେ କରୋନାର ୧୧ ହଜାର ୬୭ଟି ନୂଆ ମାମଲା ଚିହ୍ନଟ ହୋଇଛି । ୯୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ହଜାର ୮୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦେଶରେ କୋଭିଡ୍ ଟିକାକରଣ ଜାରି…

ଦେଶରେ ୧୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଂଟାରେ ୯ ହଜାର ୧୧୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଯାହାକୁ ମିଶାଇ ୧ କୋଟି ୦୮ ଲକ୍ଷ ୪୭ ହଜାର ୩୦୪ ଛୁଇଁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧୪,୦୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୮ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର…

୩ ଲକ୍ଷ ୩୩ ହଜାର ଟପିଲା କରୋନା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୩ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୦୩୧ରେ ପହଞ୍ଚିଛି। https://twitter.com/HFWOdisha/status/1358798650319638536?s=19 ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଓଡ଼ିଶାରୁ ଦିନକରେ ୧୦୬ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ମୋଟ୍ ସୁସ୍ଥତାଙ୍କ ମଧ୍ୟରେ ସମ୍ବଲପୁରରୁ ୧୮…

ଓଡ଼ିଶାରୁ ଦିନକରେ ୧୦୯ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୨ ହଜାର ୮୪୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଖୁବଶୀଘ୍ର ଖୋଲିପାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ୍, ପ୍ରସ୍ତୁତ ଚାଲିଛି ଏସଓପି

ଭୁବନେଶ୍ୱର: ଅଙ୍ଗନୱାଡ଼ି ପରେ ଖୋଲିବ ବିଦ୍ୟାଳୟ । ପ୍ରଥମରୁ ଅଷ୍ଟମ ଯାଏ ସ୍କୁଲ ଖୋଲିବାକୁ ପ୍ରସ୍ତୁତ ହେଉଛନ୍ତି ସରକାର । ଏଥିନିମନ୍ତେ ଏସଓପି ପ୍ରସ୍ତୁତ କରାଯାଉଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସୂଚନା ଦେଇଛନ୍ତି । ତେବେ, ନିର୍ଦ୍ଦିଷ୍ଟ ଭାବେ କେତେ ତାରିଖରୁ…

ଦେଶରେ ଆଉ ୧୧ ହଜାର ୭୧୩ କରୋନା ସଂକ୍ରମିତ ଚିହ୍ନଟ, ଟିକା ନେଲେଣି ୫୪ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଅନ୍ୟପଟେ ଜାରି ରହିଛି କୋଭିଡ୍ ଟିକାକରଣ । ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୭୧୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୯୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ହଜାର ୪୮୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ…

ରାଜ୍ୟରୁ ଆଉ ୧୧୨ କରୋନା ର‌ୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୧୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ତନ୍ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨୬ ଜଣ ରହିଛନ୍ତି। ତା' ତଳକୁ ନୂଆପଡା ଓ ସମ୍ବଲପୁରରୁ ୧୪ ଜଣ ସୁସ୍ଥ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୬୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୬୦ ନୂଆ ଆକ୍ରାନ୍ତ । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ…