ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୭୯ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୭୯ ନୂଆ ଆକ୍ରାନ୍ତ ।
ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ୭୯ ନୂଆ ଆକ୍ରାନ୍ତଙ୍କ ଭିତରେ…