ଓଡ଼ିଶାରେ ୩ ଲକ୍ଷ ୨୬ ହଜାର ଟପିଲା ଆରୋଗ୍ୟ ମାମଲା
ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୯୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୬ ହଜାର ୫୦୭ରେ ପହଞ୍ଚିଛି।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…