ରାଜଧାନୀରୁ ୨୦ ପଜିଟିଭ ଚିହ୍ନଟ, ସେଥିରୁ ୧୭ ଲୋକାଲ କେସ୍
ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୭ ଲୋକାଲ୍ ମାମଲା ରହିଛି।
ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଟ୍ବିଟ୍ ଅନୁଯାୟୀ ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୩…