Latest Odisha News

BREAKING NEWS

Browsing Tag

COVID19

ଫେବ୍ରୁଆରି ୧୧ ଯାଏଁ ଚଣ୍ଡୀଗଡରେ ହୁକ୍କା ବାର୍ ବ୍ୟାନ୍

ଚଣ୍ଡୀଗଡ: କରୋନା ପରିସ୍ଥିତିରେ ଆଶାନୁରୂପ ସୁଧାର ଆସିନଥିବାରୁ ଚଣ୍ଡୀଗଡରେ ହୁକ୍କା ଉପରେ ନିଷେଧାଦେଶକୁ ବୃଦ୍ଧି କରିିଛି ପ୍ରଶାସନ । ଆସନ୍ତା ଫେବ୍ରୁଆରି ୧୧ ଯାଏଁ ସହରର ସବୁ ହୁକ୍କା ବାର୍ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏହା ଆଗରୁ ଚଣ୍ଡୀଗଡରେ ହୁକ୍କା ବାର୍‌କୁ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୮୬ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି। ୫୭ ସୁନ୍ଦରଗଡ଼ରୁ, ୫୩ ଖୋର୍ଦ୍ଧାରୁ,୨୭ ଅନୁଗୁଳରୁ , ୨୩…

ଭୁବନେଶ୍ୱରରୁ ଆଜି ୪୧ ପଜିଟିଭ, ସେଥିରୁ ୩୪ ଲୋକାଲ୍ କେସ୍

ଭୁବନେଶ୍ୱର: ଦିନକରେ ଭୁବନେଶ୍ୱରରୁ ୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।…

ଓଡ଼ିଶାରୁ ନୂଆ ୩୯୩ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୩୯୩ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ରବିବାର ଦିନ ୩ ଲକ୍ଷ ୨୩ ହଜାର ୭୫୭ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, କ୍ବାରେଣ୍ଟାଇନରୁ ୨୨୮ ଓ ୧୬୫ଟି ଲୋକାଲ୍ କେସ୍ ଚିହ୍ନଟ ହୋଇଛି।…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୪୦୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…

୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୧ ପଜିଟିଭ, ୨୯ ସୁସ୍ଥ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୬ ଓ ସ୍ଥାନୀୟ ଅଂଚଳରୁ ୧୫ ଜଣ କରୋନା ପଜିଟିଭ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୪୦୮ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…

ସିଘୁଂ ବର୍ଡରରେ କୃଷକଙ୍କ ଆନ୍ଦୋଳନ ମଧ୍ୟର‌େ ୨ ପ‌ୋଲିସ ଅଧିକାରୀ କର‌ୋନା ପଜିଟିଭ

ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ନୂତନ କୃଷି ଆଇନ ପ୍ରତ୍ୟାହାର ଜିଦରେ ଅଡିବସିଛନ୍ତି କୃଷକମାନେ। ପଞ୍ଜାବ ସମେତ ଅନେକ ରାଜ୍ୟରୁ ହଜାର ହଜାର କୃଷକ ସିଘୁଂ, ଟିକ୍ରି, ଚିଲା ଏବଂ ଗାଜିପୁର ସୀମାରେ ଏକାଠି ହୋଇ ଶାନ୍ତିପୂର୍ଣ୍ଣ ଭାବରେ ବିରୋଧ କରୁଛନ୍ତି।…

ଦେଶରେ ୩୦ ହଜାର ତଳକୁ ଖସିଲା ଦୈନିକ କର‌ୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କର‌ୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ଦିନକର‌େ ୩୦ ହଜାରରୁ କମ୍ ପଜିଟିଭ ଚିହ୍ନଟ ହ‌ୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ ଦିନକର‌େ ୨୯ ହଜାର ୩୯୮ କରୋନା ସଂକ୍ରମିତ ଚିହ୍ନଟ ହ‌ୋଇଥିବା ବେଳେ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୫୨୩ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୨୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…