Latest Odisha News

BREAKING NEWS

Browsing Tag

COVID19

ଓଡ଼ିଶାରୁ ସୁସ୍ଥ ହେଲେ ୬୨୯ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୨୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1334497832481349632?s=19 ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ଓଡ଼ିଶାରୁ ସୁସ୍ଥ ହେଲେ ୬୬୯ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୬୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1333757734416642048?s=19…

କରୋନା ସଂକ୍ରମଣରୁ ସୁସ୍ଥ ହେଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ବ୍ୟକ୍ତି

ଭୁବନେଶ୍ୱର: କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ବ୍ୟକ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ନଟବର ଦାଶ। କଟକ ଜିଲ୍ଲା କିଶୋର ନଗର ଅଂଚଳର ନଟବର କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତି ହୋଇଥିଲେ । ତାଙ୍କର ଶ୍ୱାସ…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ କେଉଁ ସ୍ଥାନରୁ କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଦିନରେ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମର ସୂଚନା ଅନୁଯାୟୀ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୧୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।…

ଭୁବନେଶ୍ୱରରେ ଆରୋଗ୍ୟଙ୍କ ସଂଖ୍ୟା ୩୦ ହଜାର ଟପିଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୩୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକୁ ମିଶାଇ ରାଜଧାନୀରେ ମୋଟ କରୋନା ସଂକ୍ରମଣ…

ଓଡ଼ିଶାରୁ ଆଉ ୮୦୨ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୮୦୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ମୋଟ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୪୯କୁ ବୃଦ୍ଧି ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ…

୨୪ ଘଣ୍ଟାରେ ଭୁବନେଶ୍ୱରରେ ୪୩ ପଜିଟିଭ, ୪୬ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ସଙ୍ଗରୋଧରୁ ୯ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଓଡ଼ିଶାରୁ ଆଉ ୯୦୮ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୯୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଖୋର୍ଦ୍ଧାରୁ ୮୩ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ପଜିଟିଭ୍ କେସ୍ ଛଅ ଶହ ତଳେ ରହିଛି ।…

ଓଡ଼ିଶାରୁ ଆଉ ୭୩୭ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୭୩୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଖୋର୍ଦ୍ଧାରୁ ୭୩ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୪୪…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ, କେଉଁଠି କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆଜି ୩୧ ନୂଆ ପଜିଟିଭ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ସଙ୍ଗରୋଧରୁ ୮ ଓ ସ୍ଥାନୀୟ ଅଂଚଳରୁ ୨୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…