Latest Odisha News

BREAKING NEWS

Browsing Tag

COVID19

ଓଡିଶାରେ ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୯୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୭୬୮ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ପୁଣି ଉପରମୁଁହା କରୋନା ଗ୍ରାଫ; ୨୪ ଘଣ୍ଟାରେ ୪୭ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ବିଗତ କିଛିଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ଅବଗତି ନଜର ଆସିଥିବା ବେଳେ ପୁଣି ଥରେ ଏହି ଗ୍ରାଫ ଉପରମୁଁହା ହୋଇଥିବା ଦେଖୁବାକୁ ମିଳିଛି। ଗତକଲି ୫୦ ହଜାରର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବିଗତ ୨୪ ଘଣ୍ଟାରେ ଏହି ସଂଖ୍ୟା ହ୍ରାସ ପାଇଛି ।…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୪୬୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪୬୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1324352898298376193?s=19 …

ଓଡ଼ିଶାରେ ୨.୮ ଲକ୍ଷ ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪୬୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୯୪,୪୧୫ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୮୦,୫୫୩…

ଆକ୍ରାନ୍ତଙ୍କ ତୁଳନାରେ ଭୁବନେଶ୍ୱରରେ ବଢୁଛି ସୁସ୍ଥତାଙ୍କ ସଂଖ୍ୟା; ଆଜି ୬୯ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନା ଅନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କ୍ୱାରେଣ୍ଟାଇନ୍ ଏବଂ ୫୫ଟି ସ୍ଥାନୀୟ…

ରାଜ୍ୟପାଳ ଗଣେଶୀ ଲାଲଙ୍କ ଆଶୁ ଆରୋଗ୍ୟ କାମନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ତାଙ୍କ ପରିବାର ସଦସ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହା ପରେ ରାଜ୍ୟପାଳଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ଶ୍ରୀ ପ୍ରଧାନ ରାଜ୍ୟପାଳ ଏବଂ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୮୧୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୮୧୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୯୧,୮୨୫ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୭୭,୫୬୪…

କିମସରେ ଖୋଲିଲା ପୋଷ୍ଟ କୋଭିଡ୍ କେୟାର ସ୍ପେସିଆଲିଟି କ୍ଲିନିକ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କିମସରେ ପୋଷ୍ଟ କୋଭିଡ୍ କେୟାର ସ୍ପେସିଆଲିଟି କ୍ଲିନିକ ଖୋଲାଯାଇଛି। ସୂଚନା ଅନୁଯାୟୀ କରୋନା ସମୟରେ କିମସ ଦ୍ଵାରା ପରିଚାଳିତ ଓଡିଶା କୋଭିଡ ହସ୍ପିଟାଲରେ ପାଖାପାଖି ୬ ହଜାର କରୋନା ଆକ୍ରାନ୍ତ ରୋଗୀ ଚିକିତ୍ସିତ ହୋଇ ସାରିଥିବା ବେଳେ ସେମାନଙ୍କ ମଧ୍ୟରୁ…

କରୋନା ସଂକ୍ରମଣରେ ଓଡିଆ ଡାକ୍ତରଙ୍କ ମୃତ୍ୟୁ

ଅନୁଗୁଳ: ବୌଦ୍ଧର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ କାର୍ଯ୍ୟରତ ବରିଷ୍ଠ ଡାକ୍ତର ବିଶ୍ୱନାଥ ରାଉତଙ୍କର କରୋନା ସଂକ୍ରମଣରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି । ନିକଟ ଅତୀତରେ ଶ୍ରୀ ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଯାହା ପରେ ତାଙ୍କର ଫୁସଫୁସ୍ ସଂକ୍ରମଣ ବାହାରିଥିଲା…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୧୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1322527655892189184?s=19…