Latest Odisha News

BREAKING NEWS

Browsing Tag

COVID19

ଭୁବନେଶ୍ୱରର ୫୦% ଲୋକଙ୍କ ଶରୀରରେ ରହିଛି ଆଣ୍ଟିବଡି: ଆରଏମଆରସି ନିର୍ଦ୍ଦେଶକ

ଭୁବନେଶ୍ୱର: ଭୁବନେଶ୍ୱରର ୫୦% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି ବୋଲି ତୃତୀୟ ପର୍ଯ୍ୟାୟ ସେରୋସର୍ଭେ ରିପୋର୍ଟରୁ ଜଣାପଡିଛି । ଏନେଇ ଗଣମାଧ୍ୟମକୁ ସୂଚନା ଦେଇ ରିଜିଓନାଲ୍ ମେଡିକାଲ୍ ରିସର୍ଚ୍ଚ ସେଣ୍ଟର (ଆରଏମଆରସି)ର ନିର୍ଦ୍ଦେଶକ ସଂଘମିତ୍ରା ପତି କହିଛନ୍ତି ଯେ ଗତ ଜୁଲାଇ ୧୧ରେ…

ଭୁବନେଶ୍ୱରରେ ୨୯ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୮୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମଣ ସଂଖ୍ୟା ୨୯ ହଜାର ଟପିଛି । ଏନେଇ ଟ୍ୱିଟ୍ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଓଡିଶାରେ ୧୫୪୭ ନୂଆ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୧୫୪୭ କୋଭିଡ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ୬୪୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୦୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1321826018047397888?s=19 …

କରୋନାରୁ ମୁକ୍ତି ଦେଇପାରିବ ବିସିଜି ଟିକା: ଆଇସିଏମଆର୍‌

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବଢୁଥିବା ବେଳେ ଆଇସିଏମଆର୍ ପକ୍ଷରୁ ଏକ ଆଶ୍ୱସ୍ଥୀକର ଖବର ମିଳିଛି । ପ୍ରାପ୍ତ ସୂଚନାନୁଯାୟୀ ଟିବି ତଥା ଯକ୍ଷ୍ମା ରୋଗରୁ ଉପଶମ ପାଇଁ ବ୍ୟବହୃତ ହେଉଥିବା ବିସିଜି ଟିକା ଏବେ କରୋନା ଭାଇରସ୍ ବିରୋଧରେ ଲଢେଇ କରିବା ଲାଗି ସହାୟକ ହେବ । ଏହାଛଡା ବୟସ୍କ…

ଭୁବନେଶ୍ୱରରୁ ୯୩ ନୂଆ କୋଭିଡ ପଜିଟିଭ ଚିହ୍ନଟ; ୨୫୪ ଆରୋଗ୍ୟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୯୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୮ ହଜାର ୯୮୫ ରହିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୮୮ ନୂଆ ଆକ୍ରାନ୍ତ, ୨୩୦ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୮୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୭…

ଭୁବନେଶ୍ୱରରୁ ଗତ ୨୪ ଘଣ୍ଟାରେ ୯୧ ଜଣ କୋଭିଡ ପଜିଟିଭ; ୨୨୮ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୯୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ…

ଓଡିଶାରେ ଆଉ ୧୪୮୦ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୨ ଲକ୍ଷ ୮୨ହଜାର ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୮୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଓଡିଶାରୁ ଆଉ ୨୦୭୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1320382474073993216?s=19 …