Latest Odisha News

BREAKING NEWS

Browsing Tag

COVID19

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ କରୋନା

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ)ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ନିଜର ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରେ ରବିବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ମୁଁ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛି । ଏବେ…

ଭୁବନେଶ୍ୱରରୁ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ; ସେଥିରୁ ୭୯ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୩ ଜଣ…

କୋଭିଡ ୧୯: ଭାରତରେ ୯୦% ଛୁଇଁଲା ଆରୋଗ୍ୟ ହାର

ନୂଆଦିଲ୍ଲୀ: ଭାରତରେ କରୋନା ଆରୋଗ୍ୟ ହାର ରବିବାର ଦିନ ୯୦% ଛୁଇଁଛି। ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୬୨,୦୭୭ ଲୋକ ଏହି ରୋଗରୁ ମୁକ୍ତି ପାଇଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି । ଏହା ବ୍ୟତୀତ ରାତାରାତି ୫୦,୧୨୯ ଟି ନୂଆ ଆକ୍ରାନ୍ତ ଚିହ୍ନଟ…

ଓଡିଶାରୁ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୬୧୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୬୨,୦୩୧ ଛୁଇଁଛି।…

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ କରୋନା

ନୂଆଦିଲ୍ଲୀ: ବିଜେପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ମୁଁ ଲକଡାଉନ୍ ପରଠାରୁ ନିରନ୍ତର କାର୍ଯ୍ୟ କରି ଆସୁଅଛି । ଯେମିତି ଲାଗୁଛି ଭଗବାନ…

ପ୍ରଶାସନର ତଥ୍ୟ; ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ୧୮୩ ପଜିଟିଭ, ସେଥିରୁ ଭୁବନେଶ୍ୱରରୁ ୧୮୨ ଜଣ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ପ୍ରଶାସନର ଅଜବ ତଥ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେଇଛି । ପ୍ରଶାସନର କରୋନା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରୁ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ହେଲେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ…

ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୮୨ ଆକ୍ରାନ୍ତ; ୨୭୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୪…

ଦଶପଲ୍ଲା ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି ଯେ, ମୋର କରୋନା ରିପୋର୍ଟ ପଜିଟିଭ ବାହାରିଛି । ମୁଁ ଏବେ ହୋମ୍ ଆଇସୋଲେସନରେ ଅଛି ଏବଂ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ତେବେ ନିକଟ…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୧୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୫୭,୦୪୧ ଛୁଇଁଛି।…

ଭୁବନେଶ୍ୱରରେ ୨୮ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୨୦୧ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୦୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…