ଭୁବନେଶ୍ୱରରୁ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ; ସେଥିରୁ ୧୮୨ ଲୋକାଲ୍ କେସ୍
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୮୨ଟି…