ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ: ୨୪ ଘଣ୍ଟାରେ ୧୬୦୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୫୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୬୦୨ ଜଣ କରୋନା ପଜିଟିଭ ଚିହ୍ନଟ।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍…