ବିନା ଅନୁମତିରେ ବିବାହ କରାଇଲେ ବନ୍ଧା ହେବେ ପୁରୋହିତ
ଗଞ୍ଜାମ: ବିନା ଅନୁମତିରେ ବିବାହ କରାଇଲେ ବନ୍ଧା ହେବେ ପୁରୋହିତ । କେବଳ ସେତିକି ନୁହେଁ ତାଙ୍କ ନାଁରେ ମାମଲା ମଧ୍ୟ ରୁଜୁ ହେବ । ଆଜି ଟ୍ୱିଟ୍ କରି ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ଗଂଜମା ଜିଲ୍ଲା ପ୍ରଶାସନ ।
ସେ କହିଛନ୍ତି ଯେ, ସବ୍ଡିଭିଜନାଲ୍ ମାଜିଷ୍ଟ୍ରେଟ୍ଙ୍କ ଠାରୁ ଅନୁମତି…