Latest Odisha News

BREAKING NEWS

Browsing Tag

COVID19

କରୋନା ଚିକିତ୍ସା ପାଇଁ ଡେକ୍ସାମେଥାସୋନକୁ ମିଳିଲା ଅନୁମତି

ନୂଆଦିଲ୍ଲୀ: କରୋନା ଚିକିତ୍ସା ପାଇଁ ଡେକ୍ସାମେଥାସୋନ ବ୍ୟବହାରକୁ ଅନୁମତି ମିଳିଛି । ଗମ୍ଭୀର ଓ ମଧ୍ୟମ ଧରଣର କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବ୍ୟବହାର କରିବାକୁ ଅନୁମତି ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ । ଏହା ମିଥାଇଲପ୍ରେଡନିସୋଲୋନର ବିକଳ୍ପ ଭାବେ କରୋନା ରୋଗୀଙ୍କ…

ହସ୍ପିଟାଲରୁ ଡିସଚାର୍ଜ ହେଲେ କରୋନା ସଂକ୍ରମିତ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ଦିଲ୍ଲୀ: କରୋନା ରିପପୋର୍ଟ ନେଗେଟିଭ୍ ବାହାରିବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟୈନ୍ଦ୍ର ଜୈନ୍ । ଏହାପରେ ମାକ୍ସ ହସ୍ପିଟାଲରୁ ସେ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି । କିଛି ଦିନ ତଳେ କରୋନାରେ ସଂକ୍ରମିତ…

କୋଭିଡ୍ ନିୟନ୍ତ୍ରଣରେ ଓଡିଶା ଭଲ ସ୍ଥିତିରେ ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପର୍ଯ୍ୟୟ ସମୟରେ ଆମର ପ୍ରସ୍ତୁତି ଗତିଶୀଳ, ସମାଗ୍ରିକ ଓ ଭାଗିଦାରୀ…

ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ: ବାଗ୍‌ଚୀ

ଭୁବନେଶ୍ୱର : ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ ରହିଥାଏ । ବୟସ ବଢିଲେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଏ । ତେଣୁ ବୟସ୍କ ବ୍ୟକ୍ତିମାନେ ସାବଧାନ ରହିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୧୯ ମୁଖ୍ୟ ମୁଖ୍ୟ ମୁଖପାତ୍ର…

ରାଜଧାନୀରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୁବଶୀଘ୍ର ୨୦୦ ଛୁଇଁବ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଶ୍ୱାସନାର କଥା ହେଉଛି ଯେ, ସମସ୍ତ ଆକ୍ରାନ୍ତ ଗୃହ ସଙ୍ଗରୋଧରେ ଥିଲେ । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଗତ ୧୦ ତାରିଖ ଦିନ ଉତ୍ତର ପ୍ରଦେଶରୁ ଆସିଥିଲେ । ସେମାନେ ସମସ୍ତେ ପୁରୁଷ…

କରୋନା ଲକ୍ଷଣ ଦେଖାଯିବା ପରେ ଗଞ୍ଜାମର ୨ ସାମ୍ବାଦିକଙ୍କ ନମୂନା ପରୀକ୍ଷା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ରବିବାର ୨ ଜଣ ସାମ୍ବାଦିକଙ୍କର କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ସେମାନଙ୍କର ନମୂନା ପରୀକ୍ଷା କରାଯାଇଛି । ଏ ସମ୍ପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇ କୁହାଯାଇଛି ଯେ, ସିଟି ହସ୍ପିଟାଲରେ ୨୬ଜଣ ସାମ୍ବାଦିକଙ୍କର ହେଲଥ…

କରୋନାରେ ଓଡିଆ ଡାକ୍ତରଙ୍କ ଦିଲ୍ଲୀରେ ମୃତ୍ୟୁ

ନୂଆଦିଲ୍ଲୀ : ଓଡିଆ ଡାକ୍ତରଙ୍କ ଦିଲ୍ଲୀରେ ମୃତ୍ୟୁ । ବ୍ରହ୍ମପୁର ଏମକେସିଜିରୁ ପାସ କରିଥିବା ଏହି ଡାକ୍ତରଙ୍କର ଆଜି ଦିନ ୧୧ଟା ରାଜୀବ ଗାନ୍ଧି ସୁପର ସ୍ପେଶାଲିଟି ହସ୍ପିଟାଲରେ ମୃତ୍ୟୁ ହୋଇଛି । ମୃତ ଡାକ୍ତରଙ୍କ ବୟସ ୩୯ ବର୍ଷ ହେବ । ଏନଏଚ୍‌ଏସଆରସିରେ ସେ ସିନିଅର କନସଲଣ୍ଟାଟ୍ ଭାବେ କାମ…

ଦେଶର ୬୫ ପ୍ରତିଶତ ସଂକ୍ରମିତ କେବଳ ଚାରିଟି ରାଜ୍ୟର

ନୂଆଦିଲ୍ଲୀ: ଗୋଟିଏ ଦିନରେ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ବାହାରିଛନ୍ତି ୧୪ ହଜାର ୫୧୬ ଭୂତାଣୁ ସଂକ୍ରମିତ । ଏହି ସମୟରେ ୩୭୫ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୯୫ ହଜାର ୪୮କୁ ବୃଦ୍ଧି ପାଇଛି । ୧୨…

ଭୁବନେଶ୍ୱରରୁ ପୁଣି ୧୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଥରେ କରୋନା ତାର କାୟା ମେଲାଇବାରେ ଲାଗିଛି । ଆଜି ଖୋର୍ଦ୍ଧାରୁ ଚିହ୍ନଟ ହୋଇଥିବା ୨୫ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରେ ଭୁବନେଶ୍ୱରର ୧୭ ପଜିଟିଭ ଅଛନ୍ତି । ସେମାନଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଂଟିନ ସେଂଟରର ହୋଇଥିବା ବେଳେ ୩ ଟି ଲୋକାଲ କେସ୍ ରହିଛି । ଏନେଇ…

କୋଭିଡ ୱାର୍ଡରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ ଦେଲେ ଶାହା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ଏଥିପାଇଁ ଗୃହମନ୍ତ୍ରୀ ଅମିତ ଶାହା ଖୋଦ୍ ଦିଲ୍ଲୀର ଦାୟିତ୍ୱ ନେଇଛନ୍ତି। ସୋମବାର ସର୍ବଦଳୀୟ ବୈଠକ ଡାକିବା ସହ କରୋନା ପରୀକ୍ଷା ସଂଖ୍ୟା ବଢ଼ାଇବାକୁ କହିଛନ୍ତି । ଏଥିସହ ଏଲ୍‌ଏନଜେପି ହସ୍ପିଟାଲ ବୁଲି ଦେଖିଛନ୍ତି ।…