ଭୁୁବନେଶ୍ୱରରୁ ପୁଣି ୫ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜଧାନୀରୁ ପୁଣି ଚିହ୍ନଟ ହେଲେ କରୋନା ପଜିଟିଭ । ଆଜି ସନ୍ଧ୍ୟାରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏମାନଙ୍କ ମଧ୍ୟରୁ ୪ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ଜଣେ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ କରି ସୂଚନା ଦେଇଛି ।…