କରୋନା ଅପଡେଟ: ସକାଳେ ୬୭ ପଜିଟିଭ, ଅପରାହ୍ଣରେ ୭୫ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ଗୋଟିଏ ଦିନରେ ସକାଳେ ୬୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ଣରେ ୭୫ ଜଣ ସୁସ୍ଥ ହୋଇଛନ୍ତି । ଏହି ୭୫ କରୋନା ଆକ୍ରାନ୍ତ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।…