Latest Odisha News

BREAKING NEWS

Browsing Tag

COVID19

କରୋନା ଅପଡେଟ୍‌; ଭାରତ ମର୍କଜରୁ ଦକ୍ଷିଣ ଆଫ୍ରିକା କବରିସ୍ତାନ୍ !

ଦକ୍ଷିଣ ଆଫ୍ରିକା: ନିଜାମୁଦ୍ଦିନ ମର୍କଜରେ ଯୋଗଦେଇଥିଲେ ଦକ୍ଷିଣ ଆଫ୍ରିକୀୟ ମୌଲାନା ୟୁସୁଫ୍ ଟୁଟଲା । ତେବେ ଭାରତରୁ ଦକ୍ଷିଣ ଆଫ୍ରିକା ଫେରିବା ପରେ ସେ କରୋନାରେ ସଂକ୍ରମିତ ହୋଇଥିଲେ । ଶେଷର ତାଙ୍କ ଜୀବନ ଉପରେ କରୋନା ବିଜୟ ଲାଭ କରିଛି । https://t.co/9pa0sT9eGz | Coronavirus…

ମାଲେସିୟାକୁ ଖସିି ଯାଉଥିଲେ ୮ ତବଲ୍ଲିଘି ଜମ୍ମାତ୍ ସଦସ୍ୟ, ଏୟାରପୋର୍ଟରେ ଧରାପଡ଼ିଲେ !

ନୂଆଦିଲ୍ଲୀ: ନିଜାମୁଦ୍ଦିନର ଧର୍ମିୟ ସଭାରେ ଅଂଶଗ୍ରହଣ କରିଥିବା ୮ଜଣ ମାଲେସୀୟ ନାଗରିକ ମାଲେସିଆ ଖସି ଚାଲିଯିବାକୁ ବିମାନରେ ବସି ସାରିଥିଲେ । ମାତ୍ର ସଠିକ୍ ସମୟରେ ଇମିଗ୍ରେସନ କର୍ତ୍ତୃପକ୍ଷ ରବିବାର ଦିନ ସେମାନଙ୍କୁ ସନ୍ଦେହକ୍ରମରେ ପଚରା ଉଚରା କରିବା ପରେ ଏହି ୮ ଜଣ ତବଲ୍ଲିଘି ଜମ୍ମାତର…

କୋଭିଡ୍‌-୧୯ ଲକ୍‌ଡାଉନ୍‌: ଚଢାଦରରେ ହୋମ୍ ଡେଲିଭରି କରୁଥିବା ସଂସ୍ଥାକୁ ଧରିବ ବିଏମସି

ଭୁବନେଶ୍ୱର: ଏବେ ସାରା ରାଜ୍ୟରେ ଲକ୍‌ଡାଉନ୍ ଚାଲିଥିବା ବେଳେ କିଛି ହୋମ୍ ଡେଲିଭରି ସଂସ୍ଥା ଗୁଡ଼ିକ ବଜାର ଦରଠାରୁ ଅଧିକ ଚଢା ଦରରେ ସାମଗ୍ରୀ ବିକ୍ରି କରୁଥିବାର ଅଭିଯୋଗ ଆସୁଛି । ଏହି ଅସାଧୁ ହୋମ ଡେଲିଭରି ସଂସ୍ଥାଗୁଡ଼ିକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ (ବିଏମସି) ଧରିବା ସହିତ…

କୋଭିଡ୍‌-୧୯ ସଟ୍‌ଡାଉନ୍‌: କଟକରେ ପୋଲିସ ଉପରକୁ ଟେକାମାଡ଼

କଟକ: କଟକରେ ଏବେ ସଟ୍‌ଡାଉନ୍ ସଫଳ ହେବା ଲାଗି ପୋଲିସ ପ୍ରଶାସନ ପକ୍ଷରୁ କଡ଼ାକଡ଼ି ପଦକ୍ଷେପ ଗ୍ରହଣ କରାଯାଇଛି । କେଶରପୁର ଅଞ୍ଚଳରେ କିଛି ଯୁବକ ସଂଘବଦ୍ଧ ଭାବେ ପୋଲିସ ଉପରକୁ ଟେକାମାଡ଼ କରିବା ଫଳରେ ପୋଲିସକୁ ଲାଠି ଚାର୍ଜ କରିବାକୁ ପଡ଼ିଛି । ମିଳିଥିବା ଖବର ଅନୁଯାୟୀ, ମଙ୍ଗଳାବାଗ ଥାନା…

ଭଦ୍ରକରେ କଡ଼ାକଡ଼ି ହେଲା ସଟ୍‌ଡାଉନ୍‌: ସ୍ଥିତି ପରଖିଲେ ଡିଜିପି

ଭଦ୍ରକ: ସାରା ରାଜ୍ୟରେ ଲକ୍‌ଡାଉନ୍ ଚାଲିଥିବା ବେଳେ ଭୁବନେଶ୍ୱର, କଟକ ଓ ଭଦ୍ରକ ସହରରେ ଚାଲିଛି ସଟ୍‌ଡାଉନ୍ । ଭଦ୍ରକରେ ୩ଟି କରୋନା ପଜିଟିଭ୍ କେସ୍ ଚିହ୍ନଟ ହେବାପରେ ଏବେ ସହରରେ କଡ଼ାକଡ଼ି ଭାବେ ସଟ୍‌ଡାଉନ୍ ପାଳିତ ହେଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସଟ୍‌ଡାଉନ୍ କିପରି ସଫଳ ହୋଇପାରିବ…

କରୋନା ମୁକାବିଲା : ୧୩୨ ଲକ୍ଷରୁ ଅଧିକ ମାସ୍କ ତିଆରି କଲେ ଏସ୍ଏଚଜି

ନୂଆଦିଲ୍ଲୀ: କରୋନା ସଂକ୍ରମଣ ପରିପ୍ରେକ୍ଷୀରେ ଦେଶରେ ମାସ୍କର ଆବଶ୍ୟକତା ଯଥେଷ୍ଟ ବୃଦ୍ଧି ପାଇଥିବାରୁ ସେହି ଚାହିଦା ପୂରଣ କରିବାକୁ ଜାତୀୟ ଗ୍ରାମୀଣ ଜୀବିକା ମିଶନ (ଏନ୍.ଆର.ଏଲ୍.ଏମ୍) ମାଧ୍ୟମରେ ଉଦ୍ୟମ ଆରମ୍ଭ ହୋଇଛି । ଦେଶର ୨୪ ଟି ରାଜ୍ୟର ୩୯୯ ଜିଲ୍ଳାରେ ଥିବା ସ୍ୱୟଂ ସହାୟିକା ଗୋଷ୍ଠୀ…

ରବିବାର ରାତି ୯ ରେ ଲାଇଟ୍ ବନ୍ଦ ରଖିବା ବେଳେ କାହିଁକି ଅନ୍ୟ ସୁଇଚ୍ ବନ୍ଦ କରିବା ନାହିଁ, ଜାଣନ୍ତୁ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁରୋଧ ଅନୁଯାୟୀ ରବିବାର ୫ ତାରିଖ ରାତି ୯ଟା ଠାରୁ ୯ଟା ୯ ପର୍ଯ୍ୟନ୍ତ ଦେଶବାସୀ ଘରର ସମସ୍ତ ଲାଇଟ୍ ସୁଇଚ୍ ବନ୍ଦ କରି ଦୀପ ବା ମହମବତୀ ଜଳାଇବେ । ଏକ ସମୟରେ ଏହା ହେଉଥିବା ଯୋଗୁଁ ବିଦ୍ୟୁତ୍ ସରବରାହରେ ବିଭ୍ରାଟ ଘଟିବାର ଆଶଙ୍କା କରି ରାଜ୍ୟ…

ପୁରୀ କରୋନା ସଂକ୍ରମିତ ରୋଗୀ ଭୁବନେଶ୍ୱରର ଏହିସବୁ ସ୍ଥାନରେ ବାଣ୍ଟିଥିଲେ ଡାକ

ଭୁବନେଶ୍ୱର: ପୁରୀ ଜିଲ୍ଲା ପିପିଲି ଅଞ୍ଚଳର କରୋନା ସଂକ୍ରମିତ ରୋଗୀ ଜଣକ ଭୁବନେଶ୍ୱର ବିଜେବି ନଗର ସବ-ପୋଷ୍ଟ ଅଫିସରେ ପୋଷ୍ଟମ୍ୟାନ ଭାବେ କାର୍ଯ୍ୟ କରୁଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମ୍ୟୁନିସିପାଲ୍ କମିଶନ (ବିଏମସି)ର କମିଶନର୍ ପ୍ରେମ ଚାନ୍ଦ ଚୌଧୁରୀ । ସେ ଦିଲ୍ଲୀରୁ ଫେରିବା…

ଷଷ୍ଠ ରିପୋର୍ଟ ନେଗେଟିଭ୍‌; କରୋନା କବଳରୁ ମୁକୁଳିବେ କନିକା !

ଲଖ୍ନୌ: ବଲିଉଡ ସିଙ୍ଗର କନିକା କାପୁରଙ୍କ ପ୍ରଥମ ୫ଟି ରିପୋର୍ଟ ପଜିଟିଭ ବାହାରିଥିଲା । ଶେଷରେ ତାଙ୍କର ୬ଷ୍ଠ ରିପୋର୍ଟ ନେଗେଟିଭ ବାହାରିଛି । ହେଲେ ବି ଘରକୁ ଯ।ଇପାରିବେନି ବେବି ଡଲ୍ ଫେମ୍ ସିଙ୍ଗର । କନିକାଙ୍କ ପ୍ରଥମ ଟେଷ୍ଟ ଘରେ ହୋଇଥିବାବେଳେ ଅନ୍ୟ ସମସ୍ତ ୪ଟି ଟେଷ୍ଟ PGI…

ପୁରୀ ସହରରେ କଡ଼ାକଡ଼ି ଚାଲିଛି ଲକ୍‌ଡାଉନ୍‌

ପୁରୀ: ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା ବେଳେ ପୁରୀ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୁରୀ ଶ୍ରୀମନ୍ଦିରରେ ଗତ ମାର୍ଚ୍ଚ ୨୦ ତାରିଖରୁ ଭକ୍ତଙ୍କ ଦର୍ଶନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା ବେଳେ ଏବେ ଲକ୍‌ଡାଉନ୍ ଯୋଗୁଁ ପୁରୀ…