Latest Odisha News

BREAKING NEWS

Browsing Tag

COVID19

ସଂକ୍ରମଣରେ ରେକର୍ଡ ଭାଙ୍ଗିଲା କରୋନା, ୨୪ ଘଣ୍ଟାରେ ୧୨ ହଜାର ୮୨୫ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ଥିବାବେଳେ ମାମଲା ବଢ଼ିଛି । ୨୪ ଘଣ୍ଟାରେ ୧୨ ହଜାର ୮୨୫ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୭ ହଜାର ୧୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ହଜାର ୬୫୭ଟି ମାମଲା ସ୍ଥାନୀୟ ସଂକ୍ରମଣ । ସବୁଦିନ…

ରାଜ୍ୟରୁ ୧୧ ହଜାର ୧୦୮ ସଂକ୍ରମିତ ଚିହ୍ନଟ, ଲୋକାଲ କେସ୍ ରହିଛି ୪୮୮୯

ଭୁବନେଶ୍ୱର: ଦିନକରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୧୧ ହଜାର ୧୦୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୨୧୯ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୮୮୯ଟି। https://twitter.com/IPR_Odisha/status/1395940265290985474?s=19 ଏନେଇ ଟ୍ବିଟ୍ କରି…

ଆଜି ବି ୧୧ ଶହ ପାର୍, ରାଜଧାନୀରୁ ଆଉ ୧୧୮୬ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ୧୧ ଶହ ଉପରେ ରହୁଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜଧାନୀରୁ ୧୧୮୬ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୪୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୪୪ଟି ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି ।…

କରୋନା ରଚୁଛି ତାଣ୍ଡବ; ଦିନକରେ ୪୨ ଶହ ସଂକ୍ରମିତ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଶୁକ୍ରବାର ଦିନ ଆଉ ୨ ଲକ୍ଷ ୫୯ ହଜାର ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ୪୨ ଶହ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ୨,୬୦,୩୧,୯୯୧କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର…

ରାଜ୍ୟରେ ୧୨ ହଜାର ପାର୍ କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୫୨୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୦୧୨ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୫୧୧ଟି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୯୮୭୦ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୯୮୭୦ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। https://twitter.com/HFWOdisha/status/1395354678527881216?s=19 ଆଜିର ସଂଖ୍ୟାକୁ…

ରାଜଧାନୀରୁ ଆଉ ୧୧୨୦ ସଂକ୍ରମିତ ଚିହ୍ନଟ, ଆକ୍ଟିଭ୍ କେସ୍ ୧୨ ହଜାର ପାର୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଥରେ ଦୈନିକ ସଂକ୍ରମଣ ମାମଲା ୧୧ ଶହ ପାର୍ କରିଛି । ଗତ ୨୪ ଘଣ୍ଟାରେ ବିଏମସି ଅଞ୍ଚଳରୁ ୧୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୨୮ ଜଣ ସୁସ୍ଥ ହୋଇଛନ୍ତି । ଚିହ୍ନଟ ୧୧୨୦ ସଂକ୍ରମିତଙ୍କ ମଧ୍ୟରୁ ୧୫୯ଟି କ୍ୱାରେଣ୍ଟାଇନ୍ କେସ୍ ହୋଇଥିବା…

କରୋନାରେ ସ୍ଥପତି ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତଙ୍କ ଏମ୍ସରେ ଦେହାନ୍ତ

ଭୁବନେଶ୍ୱର: ବାପାଙ୍କ ପରେ ଚାଲିଗଲା ପୁଅ । ସ୍ଥପତି ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ଏନେଇ ଏମ୍ସ ସୁପରିଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତି…

ପୁଣି ୫ ଦିନ ପରେ ଭୁବନେଶ୍ୱରରେ ୧୧ ଶହ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ୫ ଦିନର ବ୍ୟବଧାନ ପରେ ବିଏମସି ଅଞ୍ଚଳରେ ଦୈନିକ ସଂକ୍ରମଣ ମାମଲା ପୁଣି ଥରେ ୧୧ ଶହ ଟପିଛି । ଆଜି ଭୁବନେଶ୍ୱରରୁ ୧୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୬୭ ଜଣ ସଂକ୍ରମିତ ଚିହ୍ନଟ…

ଦିନକରେ ଯେତିକି ଆକ୍ରାନ୍ତ ତା’ଠୁ ସୁସ୍ଥ ହେଲେ ୭୯ ଜଣ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତ ଏବଂ ସୁସ୍ଥ ହାର ପ୍ରାୟ ସମାନ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦ ହଜାର ୩୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦ ହଜାର ୨୪୨ ଜଣ ସୁସ୍ଥ ହୋଇଛନ୍ତି । ସଂଖ୍ୟା ହିସାବରେ ଦିନକରେ ଯେତିକି ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ତା’…