Latest Odisha News

BREAKING NEWS

Browsing Tag

COVID19

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ଦେହାନ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ଜଣେ ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ବୟସ ହୋଇଥିଲା। ସେ ଦୈନିକ ଖବରକାଗଜ 'ସମ୍ବାଦ'ର ବ୍ରହ୍ମପୁର ପ୍ରତିନିଧି ଭାବେ କାର୍ଯ୍ୟ କରୁଥିଲେ। ତେବେ ସେ ଦୀର୍ଘଦିନ ଧରି…

ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୧୨ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୨୩୮ ପଜିଟିଭ୍ ।…

କରୋନାରେ CRPF ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ

ଭୁବନେଶ୍ୱର: ସିଆରପିଏଫ୍ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ ହୋଇଛି । କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଏକ ହସ୍ପିଟାଲରେ ତାଙ୍କର ଆଜି ମୃତ୍ୟୁ ହୋଇଛି । ଭୁବନେଶ୍ୱର ସିଆରପିଏଫରେ ଏହା ପ୍ରଥମ କରୋନା ମୃତ୍ୟୁ ବୋଲି ଜଣାପଡ଼ିଛି । ୫୪ ବର୍ଷିଅ ସୁନୀଲ ପାର୍ଥ କରୋନାର ପ୍ରଥମ ପ୍ରବାହ…

ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ। ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।…

୮ ଏସିଆନ୍ ସିଂହଙ୍କୁ କରୋନା

ହାଇଦ୍ରାବାଦ: ସାରା ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଆଉ ଏକ ଘଟଣା ଚିନ୍ତାର ବିଷୟ ପାଲଟିଛି। ହାଇଦ୍ରାବାଦର ନେହେରୁ ପ୍ରାଣୀ ଉଦ୍ୟାନର ୮ ଟି ଏସିଆନ୍ ସିଂହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦେଶରେ ପ୍ରଥମଥର ଲାଗି କେହି ପଶୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନା…

ରାଜ୍ୟରୁ ଆଉ ୮ ହଜାର ୨୧୬ ପଜିଟିଭ୍, ୧୨ ଜିଲ୍ଲାରେ ୩ ଶହ ଉପରେ ଦୈନିକ ମାମଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା କମିବାର ନାଁ ନେଉନି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୮ ହଜାର ୨୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧ଟି ମାମଲା ଚିହ୍ନଟ ହୋଇଛି । ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ୧୨ ଜିଲ୍ଲାରେ ଦୈନିକ…

ରାଜଧାନୀରେ ୮ ହଜାର ଟପିଲା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ଶନିବାର ରାଜଧାନୀରେ ଚିହ୍ନଟ ୧୦୯୩ଟି ନୂଆ ମାମଲା ସହ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଛି । ଶନିବାର ୧୨୧ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୯୭୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ଦିନକରେ ୫୦୯ ଜଣ କରୋନାରୁ ସୁସ୍ଥ…

କରୋନାରୁ ସୁସ୍ଥ ହେଲେ ଆଉ ୫ ହଜାର ୬୩୪ ଜଣ, ଖୋର୍ଦ୍ଧାରୁ ୧୧୪୬

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଥିବା ବେଳେ ୨୪ ଘଣ୍ଟାରେ ସର୍ବାଧିକ ଜଣ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରୁ ୫ ହଜାର ୬୩୪ ଜଣ କୋଭିଡ୍ ସଂକ୍ରମିତ ସୁସ୍ଥ ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥିସହ ରାଜ୍ୟରେ ମୋଟ ସୁସ୍ଥ…

ରେକର୍ଡ ଭାଙ୍ଗୁଛି ସଂକ୍ରମଣ, ଓଡ଼ିଶାରେ ୧୦ ହଜାର ଡେଇଁଲା ଦୈନିକ ଆକ୍ରାନ୍ତ ମାମଲା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୧୦ ହଜାରରୁ ଅଧିକ ଆକ୍ରାନ୍ତ। https://twitter.com/IPR_Odisha/status/1388320541723955203?s=19 କ୍ୱାରେଣ୍ଟାଇନରୁ ୫୮୮୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫୨୬ଟି । ଆଜି…

ଦେଶରୁ ଦିନକରେ ୩୪୯୮ ମୃତ, ୩ଲକ୍ଷ ୮୬ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ବେକାବୁ ହେଉଛି କରୋନା ସଂକ୍ରମଣ। ଏମିତିକି ସଂକ୍ରମିତଙ୍କ ସଂଖ୍ୟା ନୂଆ ରେକର୍ଡ କରୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ ଲକ୍ଷ ୮୬ ହଜାର ୪୫୨ ନୂଆ ଆକ୍ରାନ୍ତ । ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ସଂକ୍ରମଣ ସହ ଦୈନିକ କରୋନା ମୃତ୍ୟୁ ସଂଖ୍ୟା ବି…