Latest Odisha News
Browsing Tag

CovidTesting

ନମୁନା ପରୀକ୍ଷଣରେ ଦେଶର ଆଉ ଏକ ସଫଳତା: ମୋଟ ପରୀକ୍ଷଣ ୯ କୋଟି ଟପିଲା

ନୂଆଦିଲ୍ଲୀ: ଜାନୁୟାରୀ ୨୦ ରୁ ଆଜି ମଧ୍ୟରେ କରୋନା ନମୁନା ପରୀକ୍ଷଣ ରେକର୍ଡ ୯ କୋଟି ଅତିକ୍ରମ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧,୪୫,୦୧୫ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ସଂଖ୍ୟା ୯,୦୦,୯୦,୧୨୨ରେ ପହଞ୍ଚିଛି । ଦେଶର ୧୯୦୦ ରୁ ଅଧିକ ପରୀକ୍ଷାଗାରରେ କେନ୍ଦ୍ର, ରାଜ୍ୟ ଓ…

ରାଜ୍ୟରେ ୨୪ ଘଣ୍ଟାରେ ୫୦ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦,୪୨୧ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୨୩୨ ଜଣଙ୍କର ଆଣ୍ଟିଜେନ, ୭୦୮୬ ଟି ଆରଟିପିସିଆର୍ ଓ ୧୦୩ ଟି ଟ୍ରୁନଟ୍‌ ପରୀକ୍ଷା…

ଏଣିକି ୧୨ ଶହ ଟଙ୍କାରେ କରୋନା(RT-PCR ) ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଶସ୍ତା ହେଲା କରୋନା ଟେଷ୍ଟ । ଏଣିକି ଘରୋଇ ସଂସ୍ଥାରେ ୧୨ ଶହ ଟଙ୍କାରେ ହେବ RT-PCR ଟେଷ୍ଟ । ପୂର୍ବରୁ କୋଭିଡ ଟେଷ୍ଟ ପାଇଁ ୨୨ଶହ ଟଙ୍କା ଦେୟ ସ୍ଥିର ହୋଇଥିଲା । ଏବେ କିନ୍ତୁ ଏହାକୁ ହଜାରେ ଟଙ୍କା କମାଇ ଦିଆଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…