Latest Odisha News

BREAKING NEWS

Browsing Tag

Crime Branch Enquiry

ଚାନ୍ଦିପୁର ଆଇଟିଆର୍ ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚର ଖୋଳତାଡ

ବାଲେଶ୍ୱର: ଚାନ୍ଦିପୁର ଡିଆରଡିଓ ତଥ୍ୟ ପାକିସ୍ତାନକୁ ଲିକ୍ ମାମଲାର ତନାଘନା ତଦନ୍ତ ଆରମ୍ଭ ହୋଇଛି । କ୍ରାଇମବ୍ରାଞ୍ଚର ଏକ ୫ ଜଣିଆ ଟିମ୍ ବାଲେଶ୍ୱରରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି । କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଏସଆଇଟି ଗଠନ ହୋଇଛି । ଏହି…

ପାରଳା ACF ମୃତ୍ୟୁ ମାମଲା: କାଲି ବିଦ୍ୟାଭାରତୀଙ୍କୁ ଜେରା

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁର କେବେ ଖୋଲିବ ରହସ୍ୟ ? ପାରଳାଖେମୁଣ୍ଡି ପରେ ଆଜିଠୁ କ୍ରାଇମବ୍ରାଞ୍ଚର ଦ୍ୱିତୀୟ ପର୍ଯ୍ୟାୟ ତଦନ୍ତ ଆରମ୍ଭ ହୋଇଛି । ଆଜି ମୃତ ସୌମ୍ୟଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିବ ତଦନ୍ତକାରୀ ଟିମ୍ । ଏଥିପାଇଁ ତାଙ୍କ ଗାଁ ବାଲେଶ୍ୱର…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚିକିତ୍ସା କରିଥିବା ୩ ଡାକ୍ତରଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମବ୍ରାଞ୍ଚ । ତିନି ଦିନ ହେବ ମାରାଥନ୍ ଜେରା ଚାଲିଛି । ଆଜି ଜେରାର ତୃତୀୟ ଦିନରେ ହାଜର ହୋଇଛନ୍ତି ସୌମ୍ୟଙ୍କୁ ସେଦିନ ଚିକିତ୍ସା କରିଥିଲା ୩ ଜଣ ଡାକ୍ତର । ପାରଳାଖେମୁଣ୍ଡି ସିଡିଏମଓ ଅଫିସରେ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶରେ ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା । ଏଥିପାଇଁ କ୍ରାଇମବ୍ରାଞ୍ଚ…

ସାରୁଅରେ ଜମି ଦୁର୍ନୀତି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ହାତକୁ ଯାଇଛି ଖୋର୍ଦ୍ଧା ଜିଲ୍ଲା ସାରୁଅରେ ଜମି ଜବରଦଖଲ ଅଭିଯୋଗ ମାମଲା । କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରାକର । ଏନେଇ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛି ରାଜସ୍ୱ ବିଭାଗ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ପଦକ୍ଷେପ…

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଖୋଳତାଡ ଜାରି କରିଛି କ୍ରାଇମ୍‌ବ୍ରାଞ୍ଚ । ଆଜି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଛି । ଭୁବନେଶ୍ବର ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଟେଷ୍ଟ କରାଯାଉଥିବା ସୂଚନା ମିଳିଛି । ତଦନ୍ତ ପରିସରରେ ଥିବା…

ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ତୃତୀୟ ଦିନରେ ପଚରାଉଚୁରା ଜାରି ରଖିଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ଗତ ତିନି ଦିନ ହେଲା ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ । ଆଜି ଟିମ୍ ଆଦିତ୍ୟ କରିଥିବା ଆଶ୍ରମରେ ପହଞ୍ଚି ଅନ୍ତେବାସୀମାନଙ୍କୁ ସାଢେ ତିନି ଘଣ୍ଟା ପଚରାଉଚୁରା କରିଛି । ଏହା ପରେ ଟିମ୍ ଆଦିତ୍ୟଙ୍କ ଘରକୁ ଯାଇଛି । ସେଠାରେ ପରିବାର…

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଯୁବ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜି ଅଭୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଡିଜିପି । ମାମଲାର ତଦନ୍ତ କରୁଛି ଜିଆଇପି । ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁକୁ ପାଖାପାଖି ମାସେ ହେଲାଣି ।…