Latest Odisha News

BREAKING NEWS

Browsing Tag

Crime Branch Team

କ୍ୟାମରାପର୍ସନ ମାନସ ସ୍ୱାଇଁ ହତ୍ୟା ଘଟଣା: ଦୟାଲ ଆଶ୍ରମରେ କ୍ରାଇମବ୍ରାଞ୍ଚର ତନାଘନା

ଭୁବନେଶ୍ୱର : କ୍ୟାମେରାପର୍ସନ ମାନସ ସ୍ୱାଇଁ ହତ୍ୟା ମାମଲା । ମାମଲାରେ ଆଜି ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ଡିଏସପି କଳ୍ପନା ସାହୁଙ୍କ ତତ୍ତ୍ୱାବଧାନରେ ୫ଜଣିଆ ତଦନ୍ତ ଟିମ ସେଠାରେ ପହଞ୍ଚି ତନାଘନା ଆରମ୍ଭ କରିଛି । ଆଜିର ତଦନ୍ତରେ ଆଶ୍ରମରେ ରହୁଥିବା…

ACF ସୌମ୍ୟ ମୃତ୍ୟୁ ମାମଲା: ଗଜପତି ଡିଏଫଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଜେରାରେ ପଡ଼ିଲା ଗଜପତି ଡିଏଫଓଙ୍କ ପାଳି । ଆଜି ତଦନ୍ତକାରୀ ଟିମ୍ ଆଗରେ ହାଜର ହୋଇଛନ୍ତି ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା । ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ କ୍ରାଇମବ୍ରାଞ୍ଚର ୪ ଜଣିଆ…