Latest Odisha News

BREAKING NEWS

Browsing Tag

Crime Branch

ଗୋପାଳ ଗୁଳିର ଗୁମର ଖୋଲିବ ନା ରହସ୍ୟରେ ରହିଯିବ…

ଭୁବନେଶ୍ୱର/ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟାକାଣ୍ଡର ୩ ସପ୍ତାହ ପରେ ବି ଜଣାପଡ଼ୁନି କାହିଁକି ଗୁଳି କଲା ଗୋପାଳ ? ହତ୍ୟାକାଣ୍ଡର ତଦନ୍ତ କ୍ରାଇମବ୍ରାଞ୍ଚ କରୁଥିବା ବେଳେ କିଛି ବି ଗୁମର ଖୋଲୁନି । ଦିନ ଗଡ଼ି ଚାଲିଥିବା ବେଳେ ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ…

ଦିଲ୍ଲୀରେ ଶ୍ରଦ୍ଧା ହତ୍ୟା ଘଟଣାର ପୁନରାବୃତ୍ତି : ଲିଭ୍ ଇନ୍ ପାର୍ଟନରକୁ ହତ୍ୟା କରି ଫ୍ରିଜରେ ରଖିଲେ ପ୍ରେମିକ

ନୂଆଦିଲ୍ଲୀ: ଦିଲ୍ଲୀରେ ପୁଣି ଏକ ବିଭତ୍ସ ହତ୍ୟା ।  ଶ୍ରଦ୍ଧା ହତ୍ୟା ଘଟଣାର ହେଲା ପୁନରାବୃତ୍ତି  । ବାହାଘର ଦିନ ପ୍ରେମିକାକୁ ମାରି ଫ୍ରିଜରେ ରଖିଲା ପ୍ରେମିକ  । ପ୍ରେମିକାକୁ ମାରିବା ପରେ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କଲା ୨୪ ବର୍ଷୀୟ ପ୍ରେମିକ ସାହିଲ ଗେହଲଟ । ସାହିଲଙ୍କୁ ଗିରଫ କରିଛି…

ଗୋପାଳର ହେବ ନାର୍କୋ ଟେଷ୍ଟ, ମିଳିଲା ୫ ଦିନିଆ ରିମାଣ୍ଡ ଅନୁମତି

ଝାରସୁଗୁଡ଼ା: ପୁଣି କ୍ରାଇମବ୍ରାଞ୍ଚ ରିମାଣ୍ଡରେ ଯିବ ଗୋପାଳ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଗୋପାଳ ଦାସକୁ ପୁଣି ଥରେ ରିମାଣ୍ଡରେ ନେବ । ତୃତୀୟ ପର୍ଯ୍ୟାୟରେ ଗୋପାଳକୁ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି…

ନବ ଦାସଙ୍କୁ ହତ୍ୟାର କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ପ୍ରଶ୍ନ ଉଠାଇଲେ ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶା ଇତିହାସରେ ପ୍ରଥମ । ସରକାର ନିଜ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ବଞ୍ଚାଇବାରେ ଅସଫଳ ହେଲେ । କ୍ୟାବିନେଟ୍ ମନ୍ତ୍ରୀଙ୍କୁ ପୋଲିସ ଏଏସ୍ଆଇ ହତ୍ୟା କଲେ । ଏବେ ଯେଉଁ ତଦନ୍ତ ଚାଲିଛି ତାକୁ ନେଇ କଂଗ୍ରେସ ସନ୍ତୁଷ୍ଟ ନାହିଁ । ତା ଛଡ଼ା ଗୋପାଳ ପାଇଖାନା ଟାଙ୍କିରେ କାଗଜ ଖଣ୍ଡେ…

ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା: ପୁଣି ୪ ଦିନିଆ ରିମାଣ୍ଡରେ ଅଭିଯୁକ୍ତ

ଝାରସୁୁଗୁଡା: ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୁକ୍ତ ଗୋପାଳ ଦାସର ୪ ଦିନ  ରିମାଣ୍ଡ ଶେଷ ହେଇଛି । ଆଜି ପୁଣି ତାଙ୍କୁ ରିମାଣ୍ଡରେ ନେବା ପାଇଁ  କ୍ରାଇମବ୍ରାଞ୍ଚ କୋର୍ଟରେ ଆବେଦନ କରିଥିଲା । ଗୋପାଳ ଦାସଙ୍କୁ ଆଉ ୪ ଦିନ ରିମାଣ୍ଡ ନେବା ପାଇଁ  କୋର୍ଟ …

ଘାଣ୍ଟୁଛି କ୍ରାଇମବ୍ରାଞ୍ଚ, ଗାନ୍ଧୀ ଛକ ଫାଣ୍ଡିରେ ଥିବା ପୁରୁଣା କାରରୁ ମିଳିଲା ଡାଏରୀ

ଝାରସୁଗୁଡ଼ା: ଗୋପାଳକୁ ନେଇ ଘାଣ୍ଟୁଛି କ୍ରାଇମବ୍ରାଞ୍ଚ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଗୋପାଳକୁ ରିମାଣ୍ଡରେ ନେଇ ଖୋଳାତାଡ଼ ଜାରି ରଖିଛି । ଆଜି ଗୋପାଳ ଦାସର ଘରେ ଯାଞ୍ଚ ପରେ କ୍ରାଇମବ୍ରାଞ୍ଚ ଗାନ୍ଧୀ ଛକ ଫାଣ୍ଡିରେ ପହଞ୍ଚିଥିଲା । ଫାଣ୍ଡିରେ ଯାଞ୍ଚ…

ଖଣ୍ଡ ଖଣ୍ଡ କାଗଜ ଖୋଲିବ ଗୋପାଳ ଗୁଳିର ଗୁମର ?

ଝାରସୁଗୁଡ଼ା: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ କାହିଁକି ଗୁଳି କଲା ଗୋପାଳ ? ଗୁଳି ପଛର କାରଣ ବ୍ୟକ୍ତିଗତ ଶତ୍ରୁତା ନା ଆଉ କିଛି ? ନବଙ୍କୁ ମାରିବା ଲାଗି ଗୋପାଳଙ୍କୁ କିଏ ଦେଇଥିଲା କି ସୁପାରି ? ନା ପ୍ରକୃତରେ ଗୋପାଳ ମାନସିକ ଭାରସାମ୍ୟ ହରାଇ ଏଭଳି କାଣ୍ଡ ଭିଆଇଛନ୍ତି । ଯଦି ହଁ ସେ…

ଗୋପାଳର ସୁରକ୍ଷା ନେଇ ଚିନ୍ତା ପ୍ରକଟ କଲେ ଜୟ ନାରାୟଣ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ । ଏବେ କ୍ରାଇମବ୍ରାଞ୍ଚ ଗୋପାଳକୁ ରିମାଣ୍ଡରେ ନେଇ ଛାନଭିନ୍ କରୁଛି । ବୁଧବାର ଝାରସୁଗୁଡ଼ା ବିମାନ ବନ୍ଦର ଥାନା ପାଇଖାନା ଟାଙ୍କି ଭାଙ୍ଗି କ୍ରାଇମବ୍ରାଞ୍ଚ ଅଧିକାରୀ ଗୋପାଳର ହାତ ଲେଖା ଟୁକୁଡ଼ା…

ତଦନ୍ତକାରୀ ଟିମ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ଜୟ ନାରାୟଣ; କହିଲେ, ଅପରାଧୀ କରୁଛି ଅପରାଧର ତଦନ୍ତ

ଭୁବନେଶ୍ୱର: ନବ ଦାସ ହତ୍ୟାକାଣ୍ଡ ଦିନ ଯେତେ ଗଡୁଛି, ରହସ୍ୟ ସେତେ ବଢୁଛି । ଏହି ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ।  ହେଲେ କ୍ରାଇମବ୍ରାଞ୍ଚ ଟିମ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ଯେଉଁମାନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ…

ନବ ଦାସଙ୍କୁ ଗୁଳି କରିଥିବା ମାନିଲା ଗୋପାଳ ଦାସ: କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଗୋପାଳ ମାନିଲା ଗୁଳି କରିଛି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା କଥା ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସ ମାନିଛି । ଏକଥା ଗଣମାଧ୍ୟମକୁ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସୋମବାର ଅପରାହଣରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଗିରଫ…