Latest Odisha News

BREAKING NEWS

Browsing Tag

Crime Branch

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲା, କେତେ ଆଗେଇଛି କ୍ରାଇମବ୍ରାଞ୍ଚ ତଦନ୍ତ ?

ଭୁବନେଶ୍ୱର: ଗୋପାଳ-ଗୁଳି-ଗୁମର । କାହିଁକି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କଲେ ଏଏସ୍ଆଇ ଗୋପାଳ ? ବ୍ୟକ୍ତିଗତ ଶତ୍ରୁତା ଥିଲା ନା କାହା ପରୋତ୍ସନାରେ ଗୋପାଳ ଏଭଳି କାଣ୍ଡ ଭିଆଇଲା ? ଗୋପାଳର ଗୁଳିମାଡ଼ ପଛରେ ଅଛି କି ଆଉ କିଛି ବଡ଼ ଷଡ଼ଯନ୍ତ୍ର ? ଏସବୁ ଦିଗରେ କ୍ରାଇମବ୍ରାଞ୍ଚର ୨ଟି…

ଗୁଳିମାଡ଼କୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ଗୁଳିମାଡ଼କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଭାଷାରେ ନିନ୍ଦା କରିଛନ୍ତି । ନବ ଦାସଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଏସ୍ଆଇ ଜଣଙ୍କ କିଭଳି, କେଉଁ ପରିସ୍ଥିତିରେ ଗୁଳିମାଡ଼ କଲେ ତାର ତଦନ୍ତ…

ମଡେଲ୍ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ମଡେଲ୍ ସୌମ୍ୟ ରଞ୍ଜନ ପାଣିଗ୍ରାହୀ ସନ୍ଦେହଜନକ ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ମୃତ୍ୟରୁ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ୩ ମାସ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ କହିଛନ୍ତି ହାଇକୋର୍ଟ । ୨୦୨୦ ଜାନୁଆରୀ ୩୦ ତାରିଖରେ ନନ୍ଦନ…

ପାରାଦୀପରେ କେମିତି ହେଲା ରୁଷୀୟ ନାଗରିକଙ୍କ ମୃତ୍ୟୁ? କ୍ରାଇମବ୍ରାଞ୍ଚ ତଦନ୍ତର ସଙ୍କେତ ଦେଲେ ଡିଜିପି

ପାରାଦୀପ : ପାରାଦୀପରେ ରୁଷୀୟ ନାଗରିକଙ୍କ ମୃତ୍ୟୁ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଡିଜିପି ସୁନୀଲ ବଂଶଲ । ଆବଶ୍ୟକ ହେଲେ କ୍ରାଇମବ୍ରାଞ୍ଚ ତଦନ୍ତ ହୋଇପାରେ ବୋଲି କହିଛନ୍ତି ଡିଜିପି । ଏକ ଜାହାଜର ରୁଷୀୟ ଚିଫ୍ ଇଞ୍ଜିନିୟରଙ୍କ ମୃତ୍ୟୁ ନେଇ ସ୍ଥାନୀୟ ପୋଲିସକୁ ପୋର୍ଟ କର୍ତ୍ତୃପକ୍ଷ ସୂଚିତ…

ରାୟଗଡ଼ାରେ ଋଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣା, କ୍ରାଇମବ୍ରାଞ୍ଚ ଗଠନ କଲା ଆଉ ଏକ ଟିମ୍

ଭୁବନେଶ୍ୱର: ରାୟଗଡ଼ାର ହୋଟେଲରେ କେମିତି ୨ ଦିନ ବ୍ୟବଧ୍ୟାନରେ ୨ ଋଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହେଲା । ଋଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଆଉ ଏକ ଟିମ୍ ଗଠନ କରିଛି । ୪ ଜଣ ଅଧିକାରୀଙ୍କୁ ନେଇ ଗଠିତ ଟିମ୍ ରାୟଗଡ଼ା ଯାଇଛି । ଏହି ଟିମର ନେତୃତ୍ୱ ନେଉଛନ୍ତି…

କେମିତି ମଲେ ଦୁଇ ରୁଷ ପର୍ଯ୍ୟଟକ ? ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ରାୟଗଡା: ଦୁଇ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଖବରକୁ ନେଇ ପୋଲିସ ଛାନଭିନ କରୁଥିବାବେଳେ  ଆସିଲା   ଶବ ବ୍ୟବଚ୍ଛେଦ ରିପୋର୍ଟ  ।  ଏହି ଶବ ବ୍ୟବଚ୍ଛେଦ ରିପୋର୍ଟ କହିବ ମୃତ୍ୟୁର କାରଣ । ଶବ ବ୍ୟବଚ୍ଛେଦ ରିପୋର୍ଟ ଅନୁସାରେ, ଜଣଙ୍କର ହାର୍ଟଆଟାକରେ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କର…

ରାୟଗଡ଼ାରେ ୨ ଋଷ ପର୍ଯ୍ୟଟକଙ୍କ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ରାୟଗଡ଼ାର ଏକ ହୋଟେଲରେ ୨ ଋଷୀୟ ପର୍ଯ୍ୟଟକଙ୍କ ଅସ୍ୱାଭାବିକ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି । ୪୮ ଘଣ୍ଟା ମଧ୍ୟରେ ୨ ଋଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ପରେ ଅନେକ ପ୍ରଶ୍ନ ଉଠିଥିଲା । ପ୍ରଥମେ ୨୨ ତାରିଖରେ ବ୍ଲାଡିମିର ବିଦାନୋଭଙ୍କ ସନ୍ଦେହଜନକ…

ଡାକ୍ତରଖାନାକୁ ଯିବାବେଳେ ବଞ୍ଚିଥିଲେ କି ଗୋବିନ୍ଦ?

ବଲାଙ୍ଗୀର : ଗୋବିନ୍ଦ ସାହୁ ମୃତ୍ୟୁକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି । ଗୋବିନ୍ଦର ମୃତ୍ୟୁ ଏକ ରହସ୍ୟ ହୋଇ ରହିନଯାଉ, ସେଥିପାଇଁ ଖୁବ ସାବଧାନତା ସହିତ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । ଏଭଳି ସ୍ଥିତିରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଗୋବିନ୍ଦଙ୍କ ଓକିଲ ଦୁର୍ଗା ମୋହନ…

କେମିତି ଆତ୍ମହତ୍ୟା କରିଥିଲେ ଗୋବିନ୍ଦ ? କଣ୍ଟାବାଞ୍ଜି ସବ୍ ଜେଲରେ ହେଲା ସିନ୍ ରିକ୍ରିଏସନ୍

ଭୁବନେଶ୍ୱର: କଣ୍ଟାବାଞ୍ଜି ସବଜେଲରେ ଗୋବିନ୍ଦ ସାହୁ ଆତ୍ମହତ୍ୟାର ସିନ୍ ରିକ୍ରିଏସନ୍ କରିଛି କ୍ରାଇମବ୍ରାଞ୍ଚ । ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ କଣ୍ଟାବାଞ୍ଜି ଜେଲରେ ଆତ୍ମହତ୍ୟା କରିଥିଲେ । ତେବେ ଜେଲ୍ ଭିତରେ କଡ଼ା ସୁରକ୍ଷା ଥାଇ କିଭଳି ଗୋବିନ୍ଦ ଆତ୍ମହତ୍ୟା କଲେ…

ଗୋବିନ୍ଦ ସାହୁ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି

ଭୁବନେଶ୍ୱର: ଜେଲରେ କେମିତି ଆଖି ବୁଜିଲା ଗୋବିନ୍ଦ ସାହୁ ? କିଛି ଷଡ଼ଯନ୍ତ୍ର ଥିଲା କି ? ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିବା ପରେ ସିବିଆଇ ତଦନ୍ତ ପାଇଁ ବିରୋଧୀ ଦାବି କରୁଛନ୍ତି । ଏହାରି ଭିତରେ ମାମଲାର ଗମ୍ଭୀରତାକୁ ବିଚାରକୁ ନେଇ…