Latest Odisha News

BREAKING NEWS

Browsing Tag

Crime Branch

ଓଟିଭି ସିଏଫ୍‌ଓଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଓଟିଭି ସିଏଫ୍ଓଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ। ଖୋର୍ଦ୍ଧା ଜିଲ୍ଲା ସାରୁଅ ଜମି କିଣାବିକା ମାମଲାରେ ଓଟିଭି ସିଏଫ୍ଓ ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଉଠାଇ ନେଇଛି। କୌଣସି ନୋଟିସ୍ ନ ଦେଇ ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। ବହୁ ସମୟ ବିତି ଯାଇଥିଲେ ମଧ୍ୟ ଏ…

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ୩ ସହଯୋଗୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର: ମେସିନ୍ ଉଠାଇବ କି ଯୁବ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ରହସ୍ୟ ଉପରୁ ପରଦା ? ପତ୍ନୀ ବିଦ୍ୟାଶ୍ରୀଙ୍କ ପରେ ଆଜି ଆଦିତ୍ୟଙ୍କ ତିନି ସହଯୋଗୀ ତଥା ପିପୁଲ୍ ଫର୍ ସେବାର ସଦସ୍ୟ ପପୁ, ବିକାଶ ଓ ଦୀପୁଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଥିବା ସୂଚନା ମିଲିଛି । ଭୁବନେଶ୍ୱର ଫରେନସିକ୍…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା : ପତ୍ନୀ ବିଦ୍ୟାଶ୍ରୀ ଓ ତିନି ସହଯୋଗୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ଵର : ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣାକୁ ମାସେ ପୂରିବାକୁ ବସିଲାଣି କିନ୍ତୁ ଏଯାଏଁ ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରୁନାହିଁ । ତେଣୁ ପତ୍ନୀ ବିଦ୍ୟାଶ୍ରୀ ଓ ତାଙ୍କ ତିନି ସହଯୋଗୀଙ୍କ ପଲିଗ୍ରାଫ ଟେଷ୍ଟ କରାଯିବ ବୋଲି ସୂଚନା ଦେଇଛି କ୍ରାଇମବ୍ରାଞ୍ଚ ।…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା, ଆଜି ପତ୍ନୀ ଓ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଆଜି ପତ୍ନୀ ବିଦ୍ୟାଶ୍ରୀ ଓ ଆଦିତ୍ୟଙ୍କ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ମୃତ୍ୟୁକୁ ୨୪ ଦିନ ବିତିଯାଇଥିଲେ ସୁଦ୍ଧା ଏ ଯାଏଁ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇପାରୁନାହିଁ । ଗତକାଲି ଏହି ଘଟଣାରେ…

ଡ୍ରଗ୍ସ ମାଫିଆ ରାଜା ଘରେ ଏସଟିଏଫ୍ ଟିମର ଚଢାଉ

ବାଲେଶ୍ୱର: କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାକ୍ସ ଫୋର୍ସ ରବିବାର ଦିନ ବାଲେଶ୍ୱର ସ୍ଥିତ ଅରଡ ବଜାରର ଗଳାପୋଲରେ ଥିବା ଡ୍ରଗ୍ସ ମାଫିଆ ଶେଖ୍ ରାଜାର ଘର ଉପରେ ଚଢାଉ କରିଛି । ଅତିରିକ୍ତ ଏସପିଙ୍କ ନେତୃତ୍ୱରେ ଏସଟିଏଫର ଏହି ୫ ଜଣିଆ ଟିମ ସକାଳ ପ୍ରାୟ ସାଢେ ୧୦ ଟା ବେଳେ ରାଜା ଘରେ ଚଢାଉ…

ଗ୍ୟାଙ୍ଗଷ୍ଟର୍ ଟିଟୋର ୨ ଭାଇ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାର ଦିଲରପୁର ଅଞ୍ଚଳରେ ଥିବା ବହୁ ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟାର ସୟଦ ଉସମାନ୍ ଅଲୀ ଓରଫ୍ ଟିଟୋ ଘରେ ବୁଧବାର ଦିନ ପୁଣି ଥରେ ଚଢାଉ କରିଛି କ୍ରାଇମବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ । ଏହି ଚଢାଉ ବେଳେ କ୍ରାଇମବ୍ରାଞ୍ଚ ଟିଟୋର ଦୁଇ ଭାଇ ଅସପାକ୍ ଅଲୀ ଓ…

ଖୋର୍ଦ୍ଧା ବିଜେପି ନେତା ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ : ବିଜେପି ନେତା ତଥା ଖୋର୍ଦ୍ଧାର ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୋଲିସ ତଦନ୍ତ କରିବ । ଏହି ବିଜେପି ନେତାଙ୍କୁ ରବିବାର ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ଗୁଳି କରି ହତ୍ୟା କରିଥିଲେ । ଏନେଇ ଅତିରିକ୍ତ ଡିଜିପି ବି କେ ଶର୍ମା…