ରାଜଧାନୀରେ ଗଂଜେଇ ଚାଲାଣ କରୁଥିବା ୨ ମହିଳା ସମେତ ୩ ଗିରଫ
ଭୁବନେଶ୍ୱର: ଗଂଜେଇ ଚୋରା ଚାଲାଣ ବେଳେ ଧରିଲା ଅବକାରୀ ବିଭାଗ । ଭୁବନେଶ୍ୱର ତମାଣ୍ଡୋ ରାଜରାସ୍ତାରେ ଚେକିଂ ବେଳେ ପ୍ରାୟ ୫୦ କିଲୋଗ୍ରାମ ଗଂଜେଇ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୩୫ ଲକ୍ଷ ଟଙ୍କା ହେବ ।
ତେବେ ଏହି ଗଂଜେଇ ଚାଲାଣରେ ସଂପୃକ୍ତ ଥିବା ଦୁଇ ମହିଳାଙ୍କ ସମେତ ତିନି…