Latest Odisha News

BREAKING NEWS

Browsing Tag

crime

ଗର୍ଭବତୀ ହେବା ପାଇଁ ଅଢେଇ ବର୍ଷର ପୁଅକୁ ହତ୍ୟା କଲେ ମହିଳା

ନୂଆଦିଲ୍ଲୀ: ଜଣେ ୨୫ ବର୍ଷ ବୟସ୍କା ମହିଳା ଜଣେ ପଡୋଶୀଙ୍କ ନାବାଳକ ପୁଅକୁ ଜଣେ ଯାଦୁକରଙ୍କ ପରାମର୍ଶରେ ହତ୍ୟା କରି ତାଙ୍କ ଶରୀରକୁ ପ୍ଲାଷ୍ଟିକ୍ ବ୍ୟାଗରେ ଭର୍ତ୍ତି କରି ଦିଲ୍ଲୀର ରୋହିଣୀରେ ଥିବା ଏକ କୋଠା ଛାତରେ ପକାଇ ଦେଇଥିବାର ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ଜଣେ ମହିଳା ଜଣକ…

ଘର କିଣିବାକୁ ଘରଣୀଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ବର: କିଛି ଦିନ ତଳେ ମାତ୍ର ଦୁଇ ବର୍ଷ ପୂରିଥିଲା ରାଜଧାନୀ ଉପକଣ୍ଠ ବାଲିଅନ୍ତାର ସୁଚିସ୍ମିତାଙ୍କ ବାହାଘରକୁ । ଏବେ ସେ ଥିଲେ ମାତ୍ର ୫ ମାସର ଗର୍ଭବତୀ । କିନ୍ତୁ ଗତକାଲି ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି । ବାପଘର ଲୋକେ ଥାନାରେ ଅଭିଯୋଗ କରିଛନ୍ତି ତାଙ୍କ ସ୍ୱାମୀ ତାଙ୍କୁ ହତ୍ୟା…

ବାଲେଶ୍ୱରରେ ଚାଞ୍ଚଲ୍ୟ: ପ୍ରଫେସରଙ୍କ ଗୁଳିରେ ବ୍ୟବସାୟୀ ଗୁରୁତର

ବାଲେଶ୍ୱର : ସାମାନ୍ୟ କଥା କଟାକଟିରୁ ଗୁଳିମାଡ । ଏପରି ଘଟଣା ଘଟିଛି ବାଲେଶ୍ୱର ଗଡ଼ଗଡ଼ିଆ ଛକ ଏସବିଆଇ ବ୍ରାଞ୍ଚ ନିକଟରେ ଥିବା ସଞ୍ଜୟ ହାଇଟ୍ସ ଆପଟମେଂଟରେ । ଜଣେ ଅବସରର ପ୍ରାପ୍ତ ପ୍ରଫେସର ଅନ୍ୟ ଜଣେ ବ୍ୟବସାୟୀଙ୍କ ଉପରକୁ ଗୁଳି ଚଳାଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ଗାଡି…

ରାଜଧାନୀରେ ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହତ୍ୟା ଘଟଣା, ଜାଣ‌ନ୍ତୁ କାହିଁକି ହାଣିଲେ ଅଭିଯୁକ୍ତ ?

ଭୁବନେଶ୍ୱର: ସିଆରପି ଛକରେ ଯୁବକଙ୍କ ହତ୍ୟା ଘଟଣା ପଛର ସତ୍ୟ ପୋଲିସ ହାତରେ ଲାଗିଛି । ପିକଅପ୍ ଭ୍ୟାନରେ ଥିବା ମୃତ ଜଟିଆ ସହ ହତ୍ୟାକାଣ୍ଡ ଭିଆଇ ଥିବା ସୁଧୀର ଓ ସାଗର ମଧ୍ୟ ଥିଲେ । କୌଣସି କାରଣରୁ ସେମାନଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସାଗର ଓ ସୁଧୀର ଜଟିଆକୁ…

ରାଜଧାନୀରେ ଚାଞ୍ଚଲ୍ୟ, ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହତ୍ୟା

ଭୁବନେଶ୍ୱର: ସିଆରପି ଛକରେ ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଦୁଇ ଜଣ ଦୁର୍ବୃତ ତାଙ୍କୁ ହାଣି ହତ୍ୟା କରିଛନ୍ତି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ସୁଦ୍ଧା ତାଙ୍କର ମୃତ୍ୟୁ ହୋଇଥିବା ଡିସିପି ସୂଚନା ଦେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ମୃତ…

ଅପରାଧର ଅଦ୍ଭୁତ ତର୍ଜମା

ନିକଟରେ ଏକ ରାୟ ସାରା ଦେଶ ରେ ହଇଚଇ ସୃଷ୍ଟି କରିଛି । ସେ ରାୟକୁ ନେଇ ଦେଶର ଶିଶୁ ସଂଗଠନମାନେ ରାଜରାସ୍ତାକୁ ଆସିଛନ୍ତି ଏବଂ ମହିଳା ସଂଗଠନମାନେ ମଧ୍ୟ ଏହାର ଘୋର ବିରୋଧ କରିଛନ୍ତି । ବମ୍ବେ ହାଇକୋର୍ଟର ବିଚାରପତି ପୁଷ୍ପା ଗାନେଦିୱାଲା ଏକ ନାବାଳିକା ଯୌନ ନିର୍ଯାତନା ଶୁଣାଣି କରି…

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ, ସ୍ତ୍ରୀକୁ କାଠଫାଳିଆରେ ପିଟିପିଟି ହତ୍ୟା

ବାରିପଦା : ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ଗଡିଗାଁ ହାଣ୍ଡିଭଙ୍ଗା ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି କାଠଫାଳିଆ ପିଟିପିଟି ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ । ଏହା ପରେ ମୃତଦେହକୁ ଘର ପାଖରେ ପୋତିବାକୁ ଚେଷ୍ଟା କରୁଥିବା ବେଳେ ଗାଁ ଲୋକେ ହତ୍ୟାକାରୀ…

‘ମିଠା’ ପାଇଁ ବାପା ହାତରେ ଗଲା ୨୦ ମାସ ଶିଶୁର ଜୀବନ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଗୋଣ୍ଡିଆ ଜିଲ୍ଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ନିଜ ୨୦ ମାସର ଝିଅକୁ ନୃଶଂସ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ତେବେ ଏ ହତ୍ୟା ପଛର କାରଣ ହେଉଛି ଉକ୍ତ ବ୍ୟକ୍ତଙ୍କ ସ୍ତ୍ରୀ ଝିଅ ପାଇଁ ମିଠା କିଣିବା ଲାଗି ୫ ଟଙ୍କା ମାଗିବା…

ଗୋଡିପଡ଼ାରେ ଶିକ୍ଷୟିତ୍ରୀ ଛୁରାମାଡ କରି ନିଜ ବେକକୁ କାଟିଲା ଯୁବକ

ନୟାଗଡ଼: ଶରଣକୁଳ ଥାନା ଅଧୀନସ୍ଥ ଗୋଡିପଡ଼ାରେ ଯୁବକଙ୍କ ଉନ୍ମତକାଣ୍ଡ । ସ୍ଥାନୀୟ ଅଞ୍ଚଳରେ ଜଣେ ଯୁବକ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ବେକ କାଟିଥିବା ଅଭିଯୋଗ ହୋଇଛି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣା ସ୍ଥଳରେ…

ବ୍ରହ୍ମପୁରରେ ୮ ବର୍ଷର ନାବାଳିକାର ବେକ କାଟିଲେ ଦୁଇ ଯୁବକ

ବ୍ରହ୍ମପୁର: ଗୋଳନ୍ଥରା ଚିକିଟି ସୋରଳ ଗାଁରେ ଅଭାବନୀୟ ଘଟଣା । ଓଡିଆ କଲୋନୀର ଜଣେ ୮ ବର୍ଷର ନାବାଳିକାର ବେକକୁ ଦୁଇ ଯୁବକ ଛୁରୀରେ କାଟିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ନାବାଳିକାକୁ ପ୍ରଥମେ ଏମକେସିଜି ଓ ପରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଏହି ଘଟଣା ସ୍ଥାନୀୟ ଅଂଚଳରେ…