Latest Odisha News

BREAKING NEWS

Browsing Tag

CrimeBranch STF

୧୫୩ କେଜିର ରତ୍ନପଥର ଜବତ, ଜଣଙ୍କୁ ବାନ୍ଧିଲା ଏସଟିଏଫ୍

ରାୟଗଡା: ୧୫୩ କିଲୋର ରତ୍ନ ପଥର ଜବତ । ଚୋରା ଚାଲାଣ ବେଳେ ରାୟଗଡ଼ା ଜିଲ୍ଲାରୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ତାଙ୍କ ନାଁ ଜିତେନ୍ଦ୍ର ବେହେରା ଓ ଘର ରାୟଗଡ଼ା ଟାଉନରେ । ରବି, ପାନା, କଳାହୀରା, ମୁନଷ୍ଟୋନ ଭଳି ବହୁ ମୂଲ୍ୟବାନ ପଥର…

ବାଲେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ବ୍ରାଉନସୁଗାର ବିଜନେସର ପେଣ୍ଠସ୍ଥଳୀ ପାଲଟିଛି ବାଲେଶ୍ୱର । ବଡ ଧରଣର ଡ୍ରଗ୍ସ ରାକେଟର ପର୍ଦ୍ଦାଫାଶ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଜବତ ହୋଇଛି କୋଟିଏ ଟଙ୍କାର ବ୍ରାଉନସୁଗାର । ୧ କେଜି ୧୦୫ ଗ୍ରାମ୍‌ ଧଳା ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ସ୍ପେଶାଲ ଟିମ୍‌ ।…

ଭୁବନେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ । ଏତେ ପରିମାଣର ଦଳ ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ତା ନାଁ ଏସ୍. ହସୀମ ବକ୍ସ ଓ ଘର ବାଲେଶ୍ୱର ଜିଲ୍ଲାରେ ବୋଲି ଜଣା ପଡ଼ିଛି । କୌଣସି ସୂତ୍ରରୁ ଖବର ପାଇ ଗତକାଲି ରାତିରେ…