Latest Odisha News

BREAKING NEWS

Browsing Tag

crocodile attack

ବ୍ରାହ୍ମଣୀ ନଦୀରେ ମାତିଛି ମଣିଷ ଖିଆ କୁମ୍ଭୀର, ଗୋଟିଏ ମାସରେ ଗଲାଣି ୩ ଜୀବନ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ । ଶୌଚ ପାଇଁ ବ୍ରାହ୍ମଣୀ ନଦୀକୁ ଯାଇଥିବା ବେଳେ ବୃଦ୍ଧଙ୍କୁ ଟାଣି ନେଲା ମଣିଷ ଖିଆ କୁମ୍ଭୀର । କେନ୍ଦ୍ରାପଡ଼ା ଜିଲ୍ଲା ଇନ୍ଦୁପୁର ଅଞ୍ଚଳରେ ଘଟିଛି ଏହି ଘଟଣା । ଆଜି ଭୋର ସମୟରେ ଘାଗରାଡିହା ଗାଁର ଗଙ୍ଗାଧର ତରାଇ ଶୌଚ ପାଇଁ ବ୍ରାହ୍ମଣୀ ନଦୀକୁ…

ଦୁଇ ଜଣଙ୍କୁ ଟାଣି ନେଲା କୁମ୍ଭୀର: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ଜିଲ୍ଲା ଆଳି ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ନଦୀରେ ଗାଧୋଉଥିବା ବେଳେ ଏକା ସଙ୍ଗେ ଦୁଇ ଜଣଙ୍କୁ ଟାଣିନେଲା କୁମ୍ଭୀର । ଏଭଳି ଅଭାବନୀୟ ଘଟଣା ଘଟିଛି ବରୁଣା ପଞ୍ଚାୟତ ପାରି ମୁକୁନ୍ଦପୁର ଗାଁରେ । ସୂଚନାଯୋଗ୍ୟ ଯେ, ଖରସ୍ରୋତା ନଦୀରେ ୧୬ବର୍ଷର ବାଳକ ରୁଦ୍ର…

ନଈରେ ଗାଧୋଇଲା ବେଳେ ଟାଣିନେଲା କୁମ୍ଭୀର, ଦେଖନ୍ତୁ ଭିଡ଼ିଓ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ମଣ୍ଡପଡା ଗ୍ରାମରେ ଗାଧୋଉଥିବା ବେଳେ ଜଣେ ଯୁବକଙ୍କୁ କୁମ୍ଭୀର ଟାଣି ନେବା ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । https://youtu.be/CSaqia8nehc ଉକ୍ତ ଯୁବକଙ୍କ ନାମ ସଞ୍ଜୟ ପ୍ରଧାନ (୪୭) ଏବଂ ସେ…