Latest Odisha News

BREAKING NEWS

Browsing Tag

cruise drug case

ବଲିଉଡ୍‌କୁ ମୁମ୍ବାଇରୁ ବାହାର କରିବା ପାଇଁ ଷଡଯନ୍ତ୍ର କରୁଛି ବିଜେପି: ନବାବ୍‌

ମୁମ୍ବାଇ: ମହାରାଷ୍ଟ୍ର ମନ୍ତ୍ରୀ ନବାବ୍‌ ମଲ୍ଲିକ କ୍ରୁଜ ଡ୍ରଗ୍ସ ମାମଲାକୁ "ବଲିଉଡକୁ ମୁମ୍ବାଇରୁ ବାହାର କରିବା" ପାଇଁ ଷଡଯନ୍ତ୍ରକରୁଛି ବୋଲି କହିଛନ୍ତି ଏବଂ ନୋଏଡାଠାରେ ଏକ ଫିଲ୍ମ ସିଟି ପ୍ରତିଷ୍ଠାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିକଟରେ ହୋଇଥିବା ବୈଠକକୁ…

କେବଳ ଡ୍ରଗ୍ସ ବ୍ୟବହାର ନୁହେଁ , ଡ୍ରଗ୍ସ ଚୋରା କାରବାରରେ ବି ଜଡିତ ଅଛନ୍ତି ଆର୍ୟନ; ଏନ୍‌ସିବି

ମୁମ୍ବାଇ: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ମଙ୍ଗଳବାର ଦିନ ବମ୍ବେ ହାଇକୋର୍ଟରେ ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କ ଜାମିନ ଆବେଦନକୁ ବିରୋଧ କରିଛି। ଏନସିବି ଅଭିଯୋଗ କରିଛି ଯେ ଆର୍ୟନ କେବଳ ଡ୍ରଗ୍ସ ବ୍ୟବହାର କରୁନାହାଁନ୍ତି, ବରଂ ସେ ବେଆଇନ ଭାବେ ଡ୍ରଗ୍ ଚୋରା କାରବାରରେ ମଧ୍ୟ ଜଡିତ…

ଭଲ ମଣିଷ ହେବାକୁ ପ୍ରତିଶ୍ରୁତି ଦେଲେ ଆର୍ୟନ

ମୁମ୍ବାଇ: ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନ୍‌ ଖାନ ଏବେ ଜେଲ୍‌ରେ ଅଛନ୍ତି। ମୁମ୍ବାଇ ସେସନ୍‌ କୋର୍ଟ ଆର୍ୟନଙ୍କ ଜାମିନ ଆବେଦନ ଶୁଣାରିକୁ ୨୦ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଏହାରି ଭିତରେ ଆର୍ୟନ୍‌ଙ୍କୁ…

ଆଉ ୨ ଦିନ ଜେଲ୍‌ରେ ରହିବେ ଆର୍ୟନ୍‌; ୧୩ରେ ପରବର୍ତ୍ତୀ ଶୁଣାଣି

ମୁମ୍ବାଇ: ମୁମ୍ବାଇ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ବଲିଉଡ୍‌ ଷ୍ଟାର ଶାହାରୁଖ୍‌ ଖାନଙ୍କ ପୁଅ ଆର୍ୟନଙ୍କୁ ମିଳିଲାନି ଆଶ୍ବସ୍ତି। ଆହୁରି ୨ ଦିନ ଜେଲ୍‌ରେ ରହିବେ ଆର୍ୟନ୍‌। ମୁମ୍ବାଇ ସେସନ୍‌ କୋର୍ଟ ତାଙ୍କ ଶୁଣାଣି ଅକ୍ଟୋବର ୧୩ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ସେପର୍ଯ୍ୟନ୍ତ…

ସତ ମାନିଲେ ଆର୍ୟନ; ପାର୍ଟିକୁ ଜୋତା ଭିତରେ ଡ୍ରଗ୍ସ ଲୁଚାଇ ନେଇଥିଲେ ବନ୍ଧୁ ଅରବାଜ

ମୁମ୍ବାଇ: ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ମାମଲାରେ ଆର୍ୟନ ଚରସ ଖାଇଥିବାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ବନ୍ଧୁ ଅରବାଜ୍ ମର୍ଚାଣ୍ଟ ତାଙ୍କ ସହିତ ୬ ଗ୍ରାମର ଚରସ ଜୋତାରେ ଲୁଚାଇ ନେଇଥିବା ମଧ୍ୟ ସେ ଏନ୍‌ସିବି ସମ୍ମୁଖରେ ସ୍ବୀକାର କରିଛନ୍ତି। ଏ ନେଇ ଏନ୍‌ସିବି ପଞ୍ଚନାମା ରିପୋର୍ଟରେ ସ୍ପଷ୍ଟ…

ଆର୍ୟନଙ୍କ ଗିରଫଦାରୀକୁ ନେଇ ଏମିତି କହିଲେ ତାପସୀ

ନୂଆଦିଲ୍ଲୀ: କ୍ରୁଜ୍‌ ଡ୍ରଗ୍ସ ପାର୍ଟି ମାମଲାର ପର୍ଦ୍ଦାଫାସ୍‌ ହେବା ପରେ ବଲିଉଡ୍‌ ଷ୍ଟାର ଶାହାରୁଖ୍‌ଙ୍କ ପୁଅ ଆର୍ୟନଙ୍କ ନାଁ ସାମ୍‌ନାକୁ ଆସିଥିଲା। ଏହାପରେ ଆର୍ୟନଙ୍କ ସମେତ ୭ ଜଣଙ୍କୁ ଏନ୍‌ସିବି ନିଷିଦ୍ଧ ନିଶା ଦ୍ରବ୍ୟ କାରବାର ମାମଲାରେ ଜଡ଼ିତ ଥିବା ଅଭିଯୋଗରେ ଗିରଫ କରିଥିଲା।…

କ୍ରୁଜ୍ ଡ୍ରଗ୍ସ ମାମଲା; ଚଳଚ୍ଚିତ୍ର ନିର୍ମାତା ଇମତିଆଜ ଖତ୍ରୀଙ୍କୁ ଏନ୍‌ସିବିର ସମନ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ମାମଲାରେ ଆର୍ଯ୍ୟନ୍ ଖାନଙ୍କୁ ଗିରଫ କରାଯିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି) ନିରନ୍ତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ବାନ୍ଦ୍ରାସ୍ଥିତ ଚଳଚ୍ଚିତ୍ର ନିର୍ମାତା ଇମ୍‌ତିଆଜ ଖତ୍ରୀଙ୍କ ଘର ଓ କାର୍ଯ୍ୟାଳୟ ଉପରେ ଏନସିବି ଚଢାଉ କରିଛି। ଏନସିବି…