Latest Odisha News

BREAKING NEWS

Browsing Tag

CRUT

ମଙ୍ଗଳବାର ଠାରୁ କଟକ-ଭୁବନେଶ୍ୱରର ସମସ୍ତ ରୁଟରେ ଚାଲିବ ‘ମୋ ବସ’

ଭୁବନେଶ୍ୱର: କଟକ-ଭୁବନେଶ୍ୱରର ସମସ୍ତ ରୁଟରେ ମଙ୍ଗଳବାର ଠାରୁ ପୁଣି ‘ମୋ ବସ’ ସେବା ଆରମ୍ଭ ହେବ ବୋଲି କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ସୋମବାର କୁହାଯାଇଛି । କ୍ରୁଟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, କଟକ-ଭୁବନଶ୍ୱେରର ୨୨ଟି ରୁଟରେ ‘ମୋ ବସ୍’ ଚଳାଚଳ କରିବ…

ଦୀପାବଳିରେ ୨ଟା ଯାଏଁ ଗଡିବ ‘ମୋ ବସ୍’

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୪ ତାରିଖ ତଥା ଦୀପାବଳି ଅବସରରେ 'ମୋ ବସ୍' ସେବା ଚଳାଚଳ ଉପରେ କ୍ରୁଟ୍ ପକ୍ଷରୁ କଟକଣା ଲଗାଇବା ନିଷ୍ପତ୍ତି ହୋଇଛି। କ୍ରୁଟର ସୂଚନା ଅନୁଯାୟୀ ବସ୍ ଗୁଡିକ ୧୫ଟି ରୁଟରେ ଅପରାହ୍ନ ୨ଟା ଯାଏଁ ଚଳାଚଳ କରିବ।…

କୋଭିଡ ବେଳେ ସହରାଞ୍ଚଳ ପରିବହନ କ୍ଷେତ୍ରରେ ଉତ୍କର୍ଷ ପାଇଁ କ୍ରୁଟକୁ ପୁରସ୍କାର

ଭୁବନେଶ୍ୱର : କୋଭିଡ ୧୯ ମହାମାରୀ ସମୟରେ ସହରାଞ୍ଚଳ ପରିବହନ କ୍ଷେତ୍ରରେ ଇନୋଭେସନ ଓ ଉତ୍କର୍ଷ ପାଇଁ ଓଡିଶାର କ୍ୟାପିଟାଲ ରିଜିଅଲ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) କୁ ପୁରସ୍କାର ମିଳିଛି । ଏହି ପୁରସ୍କାର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳଯ ଦ୍ୱାରା ତ୍ରୟୋଦଶ ଅର୍ବାନ ମୋବିଲିଟି…

ଦିନକୁ ୬ଥର ପୁରୀ ଓ କୋଣାର୍କକୁ ଗଡିବ ‘ମୋ ବସ୍‌’, ଜାଣନ୍ତୁ ସମୟ

ଭୁବନେଶ୍ୱର: କ୍ୟାପିଟାଲ୍ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ କୋଣାର୍କକୁ ଦୈନିକ ୬ଥର ଚଳାଚଳ କରିବ ‘ମୋ ବସ୍‌’। ଏନେଇ କ୍ରୁଟ୍ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । https://twitter.com/CRUT_BBSR/status/1322807068374396929?s=08 ଟ୍ୱିଟ୍…

ଏଣିକି ୮ଟି ରୁଟ୍‌ରେ ପ୍ରତିଦିନ ଚାଲିବ ‘ମୋ ବସ୍‌’

ଭୁବନେଶ୍ୱର: ଏଣିକି ସପ୍ତାହର ୭ ଦିନ ଚାଲିବ ‘ମୋ ବସ୍‌’ । ଅଧିକ ଡିମାଣ୍ଡ ଥିବା ଯୋଗୁଁ ଏବେ ୮ଟି ରୁଟ୍‌ରେ ‘ମୋ ବସ୍‌’ ଚାଲିବ । ରୁଟ୍ ନମ୍ବର ୧୧, ୧୬, ୧୮, ୨୦, ୨୩, ୨୪, ୨୫ ଓ ୩୩ରେ ‘ମୋ ବସ୍‌’ ଗଡିବ । ଏନେଇ କ୍ରୁଟ୍ ତଥା ଓଏସ୍‌ଆର୍‌ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା ସୂଚନା…

ଆଜିଠୁ ପୁଣି ଚାଲିଲା ‘ମୋ ବସ୍‌’

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ଓ କଟକରେ ମୋ ବସ୍ ସେବା ଆରମ୍ଭ ହୋଇଛି । ସକାଳ ୭ଟାରୁ ମୋ ବସ୍ ଚଳାଚଳ ଆରମ୍ଭ ହୋଇଥିବା ବେଳେ ମୋଟ ୮ଟି ରୁଟରେ ନନ୍ ଏସି ବସ୍ ଚାଲୁଛି । ଏହି ରୁଟ୍‌ଗୁଡିକ ୧୧, ୧୬, ୧୮, ୨୦, ୨୩, ୨୫, ୨୭ ଓ ୩୩ ନମ୍ବର । ଏହି ବସଗୁଡିକ ସୋମବାରରୁ ଶୁକ୍ରବାର ଚାଲିବ ।…

ଆସନ୍ତାକାଲିଠୁ ପୁଣି ଚାଲିବ ମୋ ବସ୍

ଭୁବନେଶ୍ୱର : ରାଜଧାନୀରେ ଆସନ୍ତାକାଲିଠୁ ପୁଣି ଗଡିବ ମୋ ବସ୍ । ଆଠଟି ରୁଟ୍‌ରେ ବସ ଚଳାଚଳ କରିବ ବୋଲି କ୍ରୁଟ୍ ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏହି ରୁଟ୍‌ଗୁଡିକ ହେଉଛି ୧୧, ୧୬,୧୮, ୨୦,୨୩, ୨୫, ୨୭ ଓ ୩୩ ନମ୍ବର । ସକାଳ ୭ଟାରୁ…

ଜୁଲାଇ ୩୧ ଯାଏଁ ରାଜଧାନୀରେ ମୋ ବସ୍ ସେବା ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏଁ ଲାଗୁ ହୋଇଛି ଲକ୍‌ଡାଉନ କଟକଣା । ତେବେ ଏହି ସମୟ ମଧ୍ୟରେ ମୋ ବସ୍ ସେବା ବନ୍ଦ ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନପୋର୍ଟ ବା କ୍ରୁଟ୍ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି । ?…

ବାରବାଟୀ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସସେବା

ଭୁବନେଶ୍ୱର: ଆସନ୍ତା ୨୨ ତାରିଖ ଦିନ କ୍ରୁଟ ପକ୍ଷରୁ କ୍ରିକେଟ୍  ପ୍ରେମୀମାନଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ବସ ସେବା ପ୍ରଦାନ କରାଯିବ। ମୋ ବସସେବା ମାଷ୍ଟର କ୍ୟାଣ୍ଟିନ ଠାରୁ କଟକ ବାରବାଟୀ ଷ୍ଟାଡିୟମ ଯାଏଁ ଏବଂ  ବରମୁଣ୍ଡାଠାରୁ ମଧ୍ୟ ଷ୍ଟାଡିୟମ ଯାଏଁ ଉପଲବ୍ଧ ହେବ । ମାଷ୍ଟରକ୍ୟାଣ୍ଟିନ…

ଭୁବନେଶ୍ୱରରେ ଗଡିଲା ଇଲେକ୍ଟ୍ରୋନିକ୍ ବସ୍ !

ଭୁବନେଶ୍ୱର: କ୍ରୁଟ୍ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ଶନିବାର ଦିନ ଟ୍ରାଲର ଭାବେ ଗଡିଛି ଇଲେକ୍ଟ୍ରିକ୍ ବସ । ନିକଟ ଅତୀତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ଟି ଇଲେକ୍ଟ୍ରୋନିକ୍ ବସ୍ ଚଳାଚଳ ପାଇଁ ଘୋଷଣା କରିଥିଲେ । ଏହି ବସ୍ ଚଳାଚଳ ଫଳରେ ସହରରେ ବାୟୁ ଓ ଧ୍ୱନି ପ୍ରଦୂଷଣ ମାତ୍ରା କମ୍…