Latest Odisha News

BREAKING NEWS

Browsing Tag

CS Ashit Tripathy

‘ଉପଯୁକ୍ତ ମେଡିକାଲ ବ୍ୟବସ୍ଥା ସହ ଟ୍ୱିନସିଟିକୁ ଆସନ୍ତୁ କରୋନା ରୋଗୀ’

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏଥିସହ କଟକରେ ମଧ୍ୟ ସମାନ ସ୍ଥିତି ରହିଛି । ଟ୍ୱିନସିଟିରେ ଦିନକୁ ଦିନ କରୋନା ପ୍ରକୋପ ଦ୍ରୁତ ଗତିରେ ବଢ଼ିଛି । ଏହାମଧ୍ୟରେ ଟ୍ୱିନ୍‌ ସିଟିକୁ ଆସୁଥିବା କୋଭିଡ୍‌ ରୋଗୀଙ୍କୁ ପରାମର୍ଶ…

ରାଉରକେଲାରେ ୨୫% ଲୋକଙ୍କ ଦେହରେ ଆଂଟିବଡି

ରାଉରକେଲା: ରାଉରକେଲାରେ ଲୋକ ମାନଙ୍କ ଦେହରେ କେତେ ପ୍ରତିଶତ ଆଂଟିବଡି ସୃଷ୍ଟି ହୋଇଛି ସେନେଇ ଆଇସିଏମଆର ପକ୍ଷରୁ ସେରୋ ସର୍ଭେ କରାଯାଇଥିଲା । ୩୧ ଅଗଷ୍ଟରୁ ୫ ସେପ୍ଟେମ୍ବର ଯାଏ କରାଯାଇଥିବା ଏହି ସେରୋ ସର୍ଭେରେ ଜଣାପଡିଛି ଯେ, ରାଉରକେଲାରେ ୨୫ ପ୍ରତିଶତ ଲୋକଙ୍କ ଦେହରେ ଆଂଟିବଡି ସୃଷ୍ଟି…

୨୦୨୦-୨୧ ବଜେଟ ବ୍ୟୟବରାଦର ହେବ ପୁନଃବିଚାର

ଭୁବନେଶ୍ୱର: ୨୦୨୦-୨୧ ପାଇଁ ହୋଇଥିବା ବ୍ୟୟବରାଦ ଉପରେ ପୁଣି ଥରେ ଅନୁଧ୍ୟାନ କରିବେ ରାଜ୍ୟ ସରକାର ।  ମହାମାରୀ ମୁକାବିଲା କ୍ଷେତ୍ରରେ ହେଉଥିବା ଖର୍ଚ୍ଚକୁ ଦୃଷ୍ଟିରେ ରଖି ମନ୍ତ୍ରୀ ପରିଷଦ ବୈଠକରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି । ମୁକାବିଲା ଖର୍ଚ୍ଚକୁ ଦୃଷ୍ଟିରେ ରଖି କାମ୍ପା ଓ…

ଘରୋଇ ହସ୍ପିଟାଲ ଫେରାଇଦେଲେ ୧୦୦କୁ କୁହ

ଭୁୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କୌଣସି ଘରୋଇ ହସ୍ପିଟାଲ ଆଡମିଶନ ନ କରି ଫେରାଇଦେଲେ ଜଣାନ୍ତୁ । ଏଥିପାଇଁ ଟୋଲ ଫ୍ରି ନମ୍ବର-୧୦୦କୁ କଲ୍ କରି ଜଣାଇବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଏନେଇ ସେ ଟ୍ୱିଟ୍ କରି ଜଣାଇଛନ୍ତି । Please dial 100 if any hospital…

୧୪ ଦିନିଆ ଲକଡାଉନ୍‌ରେ କ’ଣ ଖୋଲା ରହିବ କ’ଣ ବନ୍ଦ, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ବଢ଼ିଚାଲିଛି ମାହାମାରୀ କରୋନା । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ୪ ଜିଲ୍ଲା । ଖୋର୍ଦ୍ଧା, କଟକ, ଗଂଜାମ, ଯାଜପୁର ସମତେ ରାଉରକେଲା ମୁନିସିପାଲଟି କର୍ପୋରେସନ୍‌କୁ ୧୪ ଦିନ ପାଇଁ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରାଯାଇଛି । ଶୁକ୍ରବାର ରାତି ୯ଟାରୁ ଜୁଲାଇ ୩୧…

ଘରେ ରହିପାରିବେ କରୋନା ରୋଗୀ: ସରକାର

ଭୁବନେଶ୍ୱର: ଏଣିକି ଘରେ ରହିପାରିବେ କରୋନା ଆକ୍ରାନ୍ତ । ଲକ୍ଷଣ ନଥିଲେ ଏବଂ ସାମାନ୍ୟ ଲକ୍ଷଣ ଥିଲେ କରୋନା ରୋଗୀଙ୍କୁ ନିଜ ଘରେ ଆଇସୋଲେସନରେ ରହିବାକୁ ସରକାର ଅନୁମତି ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ସହରାଂଚଳରେ ଏହି ସୁବିଧା ମିଳିବ । ରାଜ୍ୟରେ କରୋନା ସ୍ଥିତି ଓ ପରିଚାଳନା ରଣନୀତିରେ…