ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର : ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ
ଭୁବନେଶ୍ୱର: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ । ସକାଳୁ ସକାଳୁ ଶୈବାଳୟରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଶେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ…