Latest Odisha News

BREAKING NEWS

Browsing Tag

Curfew in Puri City

ପୁରୀ ସହରରୁ ଆଗୁଆ ହଟିଲା କର୍ଫ୍ୟୁ, କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ବଳବତ୍ତର

ପୁରୀ: ରଥଯାତ୍ରା ପାଇଁ ପୁରୀ ସହରରେ ଲାଗିଥିବା ୪୮ ଘଣ୍ଟିଆ କର୍ଫ୍ୟୁ ଆଗୁଆ ପ୍ରତ୍ୟାହାର ହୋଇଛି । ଆଜି ରାତି ୮ଟା ଯାଏ ପ୍ରଶାସନ କର୍ଫ୍ୟୁ ଜାରି କରିଥିଲା । ପୁରୀ ସହରରି କର୍ଫ୍ୟୁ ପ୍ରତ୍ୟାହାର କରାଯାଇଥିଲେ ବି ଗୁଣ୍ଡିଚା ମନ୍ଦିର ସନ୍ନିକଟ ଅଞ୍ଚଳରେ କିନ୍ତୁ କଟକଣା ବଳବତ୍ତର ରହିବ ।…

ରଥଯାତ୍ରା ପାଇଁ ଆଜି ରାତି ୮ଟାରୁ ପୁରୀରେ ଦୁଇ ଦିନିଆ କର୍ଫ୍ୟୁ

ପୁରୀ: ଆସନ୍ତାରାଲି ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କୋଭିଡ କଟକଣାରେ ବିନା ଭକ୍ତରେ ରଥଯାତ୍ରା ହେବ । ଏଥିପାଇଁ ଆଜି ରାତି ୮ ଟାରୁ ଦୁଇ ଦିନ ସହରରେ ଜାରି ହେବ କର୍ଫ୍ୟୁ । ମଙ୍ଗଳବାର ରାତି ୮ଟା ଯାଏ ବଡ଼ଦାଣ୍ଡ ରେ ୧୪୪ ଧାରା ବଳବତ୍ତର ରହିବ । ନିୟମକୁ ମାନି ପ୍ରଶାସନକୁ ସହଯୋଗ କରିବା…