Latest Odisha News

BREAKING NEWS

Browsing Tag

Cuttack Collector

ଭ୍ୟାକ୍ସିନ ନ ନେଲେ ମିଳିବନି ଦରମା, କଟକ ଜିଲ୍ଲାପାଳଙ୍କ ଅଜବ ନିୟମ 

କଟକ: ରାଜ୍ୟର ଅନ୍ୟ ଜିଲ୍ଲା ତୁଳନାରେ କଟକ ଜିଲ୍ଲାରେ କୋଭିଡ୍ ଟିକାକରଣ କମ ସଂଖ୍ୟାରେ ହେଉଛି । ଯାହାକୁ ନେଇ କଠୋଇ ଆଭିମୁଖ୍ୟ ଗ୍ରହଣ କରିଛନ୍ତି କଟକ ଜିଲ୍ଲାପାଳ । ଟିକାକରଣ ପ୍ରତିଶତ ବଢ଼ାଇବା ଲାଗି ଜିଲ୍ଲାପାଳ ସିଏମସି କମିଶନରଙ୍କ ସମେତ ବିଭିନ୍ନ ଅନୁଷ୍ଠାନକୁ ଚିଠି ଲେଖିଛନ୍ତି । ଏଥିସହ…

ହାଇଟେକ ବସ ଟର୍ମିନାଲ ସ୍ଥାନକୁ ଅନୁଧ୍ୟାନ କଲା ସ୍ୱତନ୍ତ୍ର ଟିମ, ୨୩ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ : କଟକ ଖାନନଗର ଠାରେ ନିର୍ମାଣ ହେବ ନେତାଜୀ ସୁଭାଷ ବୋଷ ହାଇଟେକ ବସ ଟର୍ମିନାଲ । ଏଥିପାଇଁ ଏହି ସ୍ଥାନକୁ ଆଜି ଅନୁଧ୍ୟାନ କରିଛନ୍ତି ସ୍ବତନ୍ତ୍ର ଟିମ । ଆସନ୍ତା ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ବସ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଆଜି ପୂର୍ବାହ୍ନରେ…

କଟକରେ ଏଥର ମଣ୍ଡପରେ ଦୁର୍ଗାପୂଜା ମନା

କଟକ: ଏଥର ସିଲଭର ସିଟିରେ ଜମିବନି ଦଶହରା । ମଣ୍ଡପକୁ ଆସିବେନି ମା’ ଦୁର୍ଗା । କୋଭିଡ ଗାଇଡଲାଇନ୍ ଦୃଷ୍ଟିରେ ରଖି ଚଳିତ ବର୍ଷ କଟକଣା ଭିତରେ କଟକରେ ପାଳନ ହେବ ଦୁର୍ଗାପୂଜା । ଏନେଇ ଜିଲ୍ଲାପାଳ ଭବାନୀ ଶଙ୍କର ଚୟିନୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଚଳିତ ବର୍ଷ ଦୁର୍ଗାପୂଜା ମଣ୍ଡପ…

କଟକରେ କରୋନା ସୁସ୍ଥ ହାର ୬୫.୭୭%: ଜିଲ୍ଲାପାଳ

କଟକ: ସିଲଭର ସିଟି କଟକରେ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ ଶହେରୁ ୨ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ଭିତରେ ଆଜି କଟକର କରୋନା ସ୍ଥିତି ନେଇ କଟକ ଜିଲ୍ଲାପାଳ ତାଜା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏବେ କଟକରେ ୨ଟି କୋଭିଡ ହସ୍ପିଟାଲ ଚାଲୁ ରହିଛି…

କଟକରେ କରୋନା ସୁସ୍ଥ ହାର ୭୨ ପ୍ରତିଶତ

କଟକ: କଟକରେ ବଢ଼ୁଛି କରୋନା ସୁସ୍ଥ ହାର । ସୁସ୍ଥ ତୁଳନାରେ କମିଛି ସଂକ୍ରମିତ ସଂଖ୍ୟା । ଜିଲ୍ଲାରେ ଗତ ସପ୍ତାହରେ ସୁସ୍ଥତା ହାର ୬୬ ପ୍ରତିଶତ ଥିବା ବେଳେ ଏବେ ଏହା ବୃଦ୍ଧି ପାଇ ୭୨ ପ୍ରତିଶତରେ ପହଂଚିଛି। ପଜିଟିଭ ସଂଖ୍ୟା ଗତ ସପ୍ତାହରେ ୭୪ ପ୍ରତିଶତ ଥିବା ବେଳେ ଏହା ଏବେ ହ୍ରାସ ପାଇ ୨୭…

‘ଗ୍ରାମାଂଚଳ ଅପେକ୍ଷା ସହରାଂଚଳରେ ସଂକ୍ରମଣ ସଂଖ୍ୟା ଅଧିକ’

କଟକ: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସିଲିଭର ସିଟି କଟକରେ ମଧ୍ୟ ବିପଦ ବଢ଼ୁଛି । ଗ୍ରାମାଂଚଳ ଅପେକ୍ଷା ସହରାଂଚଳରେ ଅଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗ୍ରାମାଂଚଳରେ ୬୪.୯% ଏବଂ ସହରାଂଚଳରେ ୫୩.୦୧% ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ଆଜି ସାମ୍ବାଦିକ…

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି: ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଗାଡି ପୂଜା କରି ଆପ୍‌ର ପ୍ରତିବାଦ

କଟକ: କରୋନା କାଳରେ ଦେଶରେ ଦିନକୁ ଦିନ ବଢ଼ିଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ତୈଳ ଦର ଲଗାତର ବଢ଼ୁଛି । ଏହାକୁ ବିରୋଧ କରି ଆଜି କଟକ ଜିଲ୍ଲାପାଳଙ୍କ ଅଫିସ୍ ଆଗରେ କଟକ ଜିଲ୍ଲା ଆମ୍ ଆଦ୍‌ମୀ ପାର୍ଟି ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି । ପେଟ୍ରୋଲ ଓ ଡିଜେଲ ବ୍ୟବହୃତ ଗାଡିଗୁଡିକୁ…

କଟକ ଜିଲ୍ଲାପାଳଙ୍କ ପିତୃ ବିୟୋଗ, ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନିଙ୍କ ଆଜି ପୂର୍ବାହ୍ନରେ ପିତୃ ବିୟୋଗ ଘଟିଛି । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । କଟକ ଜିଲ୍ଲାପାଳଙ୍କ ପିତୃ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶ୍ରଦ୍ଧାଂଜଳି ଜଣାଇଛନ୍ତି । କରୋନା…