Latest Odisha News
Browsing Tag

Cuttack Corona

ଓଡ଼ିଶାରେ କରୋନା ରେଡ୍ ହଟ୍ ଜିଲ୍ଲା ଖୋର୍ଦ୍ଧା-ସୁନ୍ଦରଗଡ଼-କଟକ

ଭୁବନେଶ୍ୱର: ରାଜ୍ୟରେ କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକ । ସେକେଣ୍ଡ ଓ୍ୱେଭରେ ବିଭିନ୍ନ ସମୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ସଂକ୍ରମଣ ହଜାରେ ପାର କରିଛି । ଆଜି କଟକରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି । ରାଜ୍ୟରୁ ଦିନକରେ…

ହ୍ୱାଟ୍ସଆପରେ ପୋଲିସରେ ଅଭିଯୋଗ କରିପାରିବେ କଟକବାସୀ

କଟକ: କରୋନା ମହାମାରୀ ବେଳେ ହ୍ୱାଟ୍ସଆପରେ ଅଭିଯୋଗ କରି ପାରିବେ କଟକ ସହରର ଲୋକ । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି କଟକ ଡିସିପି ପ୍ରତୀକ ସିଂ । ଜାରି କରିଛନ୍ତି ଅଫିସିଆଲ୍ ହ୍ୱାଟ୍ସଆପ୍ ନମ୍ୱର । ଏହି ନମ୍ୱରଟି ହେଲା ୮୭୬୩୦୬୮୧୬୭ । କରୋନା ବେଳେ କୌଣସି ସମସ୍ୟା କିମ୍ବା ଅସୁବଧା…

କଟକ ସହରରୁ ୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩୧ ସୁସ୍ଥ

କଟକ: ଗତ ୨୪ ଘଣ୍ଟାରେ କଟକ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୪୭ ଜଣ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ କଟକ ମହାନଗର ନିଗମ ଅଞ୍ଚଳରୁ ଅଛନ୍ତି ୩୫ ନୂଆ ପଜିଟିଭ୍ । ୩୨ଟି କ୍ୱାରେଣ୍ଟାଇରୁ ଓ ୩ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ୩୨ କ୍ୱାରେଣ୍ଟାଇନ କେସରୁ ୨୬ଜଣ ହୋମ୍ ଓ ୩ ଜଣ ସରକାରୀ…