Latest Odisha News

BREAKING NEWS

Browsing Tag

Cuttack District

କାଲିଠୁ କଟକ ଜିଲ୍ଲାରେ ଖୋଲିବ ସବୁ ଧର୍ମାନୁଷ୍ଠାନ

କଟକ: ଅନଲକ୍ ପରେ ଧିରେ ଧିରେ ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲୁଛି । ଆସନ୍ତାକାଲିଠୁ କଟକ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ । ଏହି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ । କୋଭିଡ୍ କଟକଣା ଓ ଗାଇଡଲାଇନ୍ ଅନୁସାରେ ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ଦିଆଯାଇଛି । ସମସ୍ତେ…

କଟକ ଜିଲ୍ଲାରେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ ଜିଲ୍ଲାର କରୋନା ସ୍ଥିତି

କଟକ: ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଚାଲିଥିବା ବେଳେ ଗୁରୁବାର ଦିନ କଟକ ଜିଲ୍ଲାରେ ୧୨ଟି ନୂଆ କରୋନା ପଜିଟିଭ୍ କେସ୍ ଚିହ୍ନଟ ହୋଇଛି । ଏହାଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨୦କୁ ବୃଦ୍ଧି ପାଇଛି । କଟକ ଜିଲ୍ଲା ପ୍ରଶାସନର ସୂଚନାନୁଯାୟୀ, ଏଥିମଧ୍ୟରୁ ୯ଜଣ…

ଡିଏସପିଙ୍କ ପରିବାରରେ ୪ କରୋନା ପଜିଟିଭ୍ ଚିହ୍ନଟ !

କଟକ: କଟକ ଜିଲ୍ଲାର ଆଠଗଡ଼ ସବ ଡିଭିଜନରେ ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ (ଡିଏସପି)ଙ୍କ ପରିବାରର ୪ଜଣ ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ଏହି ସବ ଡିଭିଜନରେ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ସମେତ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା…