Latest Odisha News

BREAKING NEWS

Browsing Tag

Cuttack Police

ଚିନ୍ତା ବଢାଇଛି ନକଲି ଟେଲମା ୪୦

କଟକ : ପୁଣି ଜବତ ହେଲା ନକଲି ଟେଲମା ୪୦ ଔଷଧ  । କଟକ ମହତାବ ରୋଡ ଅଞ୍ଚଳରୁ ଜବତ ହେଲା ଲକ୍ଷାଧିକ ଟଙ୍କାର ନକଲି ମେଡ଼ିସିନ୍ । କଳା ତାଲିକା ଭୁକ୍ତ ଭି.ଆର ଏଜେନସିର ଔଷଧ ଟ୍ରାନ୍ସପୋର୍ଟରୁ ଜବତ କରିଛି ପୋଲିସ । ୧୩୫୦ ଷ୍ଟ୍ରିପ ଟେଲମା ୪୦ ଔଷଧ ସିଜ କରିଛି କଟକ ପୁରୀଘାଟ ଥାନା ପୋଲିସ। ଏନେଇ…

ବିମାନବନ୍ଦରରେ ପହଞ୍ଚିବା ପରେ ହାଇଦରକୁ କଟକ ନେଲା ପୋଲିସ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା ହାଇଦ୍ରାବାଦରୁ ଗିରଫ ଗ୍ୟାଙ୍ଗଷ୍ଟର ହାଇଦର । ସକାଳ ପ୍ରାୟ ୯ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ହାଇଦରକୁ ନେଇ ପୋଲିସ ପହଞ୍ଚିଥିଲା । ସେଠାରେ ହାଇଦରର କରୋନା ଟେଷ୍ଟ କରାଯାଇଥିଲା । ତା'ପରେ ପୋଲିସ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗିରଫ ହାଇଦରକୁ…

ମାହାଙ୍ଗା ଡବଲ ମର୍ଡର ଘଟଣା, ଆଉ ଜଣେ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣା ଆଉ ଜଣେ ଅଭିଯୁକ୍ତ ଗିରଫ କରିଛି ଗ୍ରାମାଞ୍ଚଳ ପୋଲିସ । ଏଥି୍ ସହ ମୋଟ ଗିରଫଦାରୀ ସଂଖ୍ୟା ୭ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ, ଗତ ୨ତାରିଖ ରାତିରେ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବାଇକରେ ଫେରୁଥିବା ବେଳେ…

ଡି-ବ୍ରଦର୍ସଙ୍କ ଘରେ ଦ୍ୱିତୀୟ ଦିନରେ ସର୍ଚ୍ଚ ଅପରେସନ୍

କଟକ: ଧଳସାମନ୍ତ ବ୍ରଦର୍ସଙ୍କୁ ରିମାଣ୍ଡରେ ନେଇ ଜେରା କରୁଛି କମିଶରେଟ ପୋଲିସ । ଆଜି ଦ୍ୱିତୀୟ ଦିନରେ ଡି-ବ୍ରଦର୍ସଙ୍କ କଟକ ସିଡିଏ ସ୍ଥିତ ଡିଏସ୍ ହାଉସରେ ସର୍ଚ୍ଚ ଜାରି ରହିଛି । ସା ଭାଇ ସୁଶୀଲ ଧଳସାମନ୍ତଙ୍କୁ ସାଙ୍ଗରେ ଆଣି ତାଙ୍କ ଉପସ୍ଥିତିରେ ପୋଲିସ ଖୋଳତାଡ ଚଳାଇଛି । ଗତକାଲି ଖୋଜାଖୋଜି…

କଟକ IIFL ଲୁଟ୍ ଘଟଣାରେ ଆଉ ଦୁଇ ଜଣ ଗିରଫ

କଟକ: ନୟାସଡ଼କରେ ଥିବା ଆଇଆଇଏଫଏଲ୍ ସଂସ୍ଥାରୁ ସୁନା ଗହଣା ଓ ଟଙ୍କା ଲୁଟ୍ ଲିଙ୍କରେ ବନ୍ଧା ହେଲେ ଆଉ ଦୁଇ ଜଣ । ଗିରଫ ଦୁଇ ଜଣ ସୁନା ଦୋକାନର ମାଲିକ ବୋଲି ସୂଚନା ମିଳିଛି । ମଙ୍ଗଳବାଗ ଓ ଆଲାମଚାନ୍ଦ ବଜାର ଅଞ୍ଚଳକୁ ସେମାନଙ୍କୁ ଗିରଫ କରିଛି ପୋଲିସ । ସେମାନେ ମୁଖ୍ୟ ଅଭିଯୁକ୍ତ ଲାଲା ଅମ୍ରିତ…