Latest Odisha News
Browsing Tag

Cuttack

୭୦ ଲକ୍ଷ ଟଙ୍କାର ଚନ୍ଦନ କାଠ ଜବତ, ୩ ଜଣଙ୍କୁ ବାନ୍ଧିଲା ଏସିଟିଏଫ୍

କଟକ: ଚୋରା ଚାଲାଣ ବେଳେ ଚନ୍ଦନ କାଠ ଜବତ । ୪ କ୍ୱିଣ୍ଟାଲ ୬୦ କେଜିର ଚନ୍ଦନ କାଠ ଜବତ ହୋଇଛି । କ୍ରାଇମବ୍ରାଞ୍ଚ ଏସଟିଏଫକୁ ଏକ ବଡ଼ ସଫଳତା ମିଳିଛି । ୩ ଜଣଙ୍କୁ ଗିରଫ କରାଯାଇଛି । କଟକ ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଡାଳିଯୋଡା ଜଙ୍ଗଲରୁ ଏତେ ପରିମାଣର ମୂଲ୍ୟବାନ ଚନ୍ଦନ କାଠ ଜବତ କରିଛି…

କଟକରୁ ନକଲି ମସଲା ୟୁନିଟ୍ ଠାବ

କଟକ: କଟକରେ ଶନିବାର ଦିନ କମିଶନରେଟ ପୋଲିସ ପକ୍ଷରୁ ଏକ ନକଲି ମସଲା ତିଆରି ୟୁନିଟକୁ ଠାବ କରାଯାଇଛି। ଏଥିସହିତ ମାଲିକ ଅଟକ ରହିଛନ୍ତି। ଚାଉଳିଆଗଞ୍ଜ ପୋଲିସ ଭଦୁମୁଲ ଅଞ୍ଚଳର ଏକ ଘରେ ଚଢାଉ କରିବା ସହ ବିପୁଳ ପରିମାଣର ହଳଦୀ ପାଉଡର, ପାଉଡର ତିଆରିରେ ବ୍ୟବହୃତ ଯନ୍ତ୍ରପାତି ଏବଂ ଖାଲି…

କଟକ ବାଦାମବାଡ଼ିରେ ଜଳିଗଲା ବସ୍

କଟକ: ବସଷ୍ଟାଣ୍ଡରେ ଠିଆ ହୋଇଥିବା ବେଳେ ବସରେ ଲାଗିଲା ନିଆଁ । କଟକ ବାଦାମବାଡ଼ି ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ପାଲାମଣ୍ଡପ ପାଖ ପୁରୀ ବସଷ୍ଟାଣ୍ଡରେ ହୋଇଛି ଏହି ଅଗ୍ନିକାଣ୍ଡ । ନିଆଁ ଲାଗି ଗୋଟିଏ ବସ୍ ସମ୍ପୂର୍ଣ୍ଣ ଜଳି ଯାଇଛି । ଏତେ ଜୋରରେ ନିଆଁ ଲାଗିଛି…

ଅସଲି ବ୍ରାଣ୍ଡରେ ନକଲି କାରବାର: କଟକରୁ ନକଲି ଘିଅ କାରଖାନା ଠାବ

କଟକ: ବ୍ରାଣ୍ଡ ଅସଲି । ଜିନିଷ ନକଲି । କଟକରୁ ପୁଣି ନକଲି ଘିଅ କାରଖାନା ଠାବ । ସଦର ଥାନା ଅନ୍ତର୍ଗତ ଗବଗସ୍ତରେ ଠାବ କଲା ମାଲଗୋଦାମ ଥାନା ପୋଲିସ । ନାମୀଦାମୀ ବ୍ରାଣ୍ଡର ବିପୁଳ ନକଲି ଘିଅ ଓ ପ୍ରସ୍ତୁତି ସାମଗ୍ରୀ ଜବତ କରାଯାଇଛି । ପାମୋଲିନ ତେଲ, ବିଭିନ୍ନ କମ୍ପାନୀ ଲୋଗୋ ସହ ଲକ୍ଷାଧିକ…

ବସରୁ ଜବତ ହେଲା ଶହଶହ ପକ୍ଷୀ, ୨ ଅଟକ

କଟକ: ଘରୋଇ ବସରେ ଶତାଧିକ ପକ୍ଷୀ ଓ ଠେକୁଆ ଚୋରା ଚାଲାଣ ହେଉଥିବା ବେଳେ ଉଦ୍ଧାର କରିଛି ବାଦାମବାଡି ପୋଲିସ । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିଛି । ପିପୁଲ ଫର ଆନିମଲ ସଂସ୍ଥା ପକ୍ଷରୁ ଏହି ପକ୍ଷୀ ଓ ଠେକୁଆଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ପଶୁ ଡାକ୍ତରଖାନା ନିଆଯାଇଛି। ଉଦ୍ଧାର…

ଆସନ୍ତା ଜାନୁଆରି ୮ ପର୍ଯ୍ୟନ୍ତ ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ମାମଲା ଶୁଣାଣି ଜାରି ରହିବ: ହାଇକୋର୍ଟ

କଟକ: ଆସନ୍ତା ୨୦୨୧ ଜାନୁଆରି ୮ ତାରିଖ ପର୍ଯ୍ୟନ୍ତ ଓଡିଶା ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ପୂର୍ବଭଳି କଟକଣା ଭିତରେ ଚାଲିବ। କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଫୁଲ କୋର୍ଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁସାରେ ଏପରି…

ଚେନ୍ନାଇରେ କଟକର ଏସସିବି ଡାକ୍ତରଙ୍କ ଦେହାନ୍ତ

କଟକ: କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ନେଫ୍ରୋଲୋଜି ବିଭାଗର ମୁଖ୍ୟ ତଥା କ୍ୟାଡେଭେରିକ୍ ଟ୍ରାନ୍ସପ୍ଲାଣ୍ଟର ରାଜ୍ୟ ନୋଡାଲ୍ ଅଫିସର ପ୍ରଫେସର ଚିତ୍ତ ରଂଜନ କରଙ୍କର ଦେହାନ୍ତ ଘଟିଛି। ଗତ ଶୁକ୍ରବାର ସନ୍ଧ୍ୟାରେ ଚେନ୍ନାଇର ଏମଜିଏମ ହେଲଥ କେୟାରରେ ତାଙ୍କର ଦେହାନ୍ତ…

୪ଟି ଭାଷାର‌େ ରାଇମସ୍ ଗାଇ ୱାଲ୍ଡ ରେକର୍ଡ କଲେ କଟକର କୁନି ପୁଅ

କଟକ: ଓଡିଆ ଭାଷା ସମେତ ପ୍ରାୟ ୪ଟି ଭାଷା‌ରେ ୩୬ ପ୍ରକାରର ରାଇମସ୍ ଗାଇ ବିଶ୍ବ ରେକର୍ଡ କରିବାର ହକଦାର ହୋଇଛନ୍ତି କଟକର ଜଣେ କୁନି ପୁଅ। କେ. ସାଇ ପ୍ରତ୍ୟୁଷ ନାମକ ଏହି ଶିଶୁର ବୟସ ୩ ବର୍ଷରୁ କମ୍ ହେବ ବୋଲି ଜଣାପଡିଛି। ସେ ଓଡିଆ, ହିନ୍ଦୀ, ଇଂରାଜୀ ଓ ତେଲୁଗୁ ଭଳି ୪ଟି ଭାଷାର‌େ…

ନଦୀକୁ ଡେଇଁଲେ ମହିଳା; ଓଡିଆ ଅଭିନେତାଙ୍କ ପତ୍ନୀ ବୋଲି ଚର୍ଚ୍ଚା!

କଟକ: କଟକର ମଧୁସୂଦନ ବ୍ରିଜ ଉପରୁ ମହାନଦୀକୁ ଜଣେ ମହିଳା ରବିବାର ଦିନ ଡେଇଁ ପଡିଥିଲା ବେଳେ ତାଙ୍କୁ ଉଦ୍ଧାର କରାଯାଇଛି । ସୂଚନାନୁଯାୟୀ, ସମ୍ପୃକ୍ତ ମହିଳା ଜଣକ ବ୍ରିଜ୍ ନିକଟରେ ଗାଡି ରଖି ନଦୀକୁ ଡେଉଁଥିବା ନେଇ ସ୍ଥାନୀୟ ଲୋକମାନେ ଦେଖିବାକୁ ପାଇଥିଲେ । ଯାହା ପରେ ସଙ୍ଗେସଙ୍ଗେ…

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ

କଟକ: ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର । କଟକ ସଦର ଥାନା ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ ମାରିଛି । ଫେରାର ଅଭିଯୁକ୍ତ ଜଣକ ହେଲେ ଯୁଗା ଖାଁ । ପେଷାଦାର ଅପରାଧୀ ଭାବେ ବୁଧବାର ଯୁଗା ଖାଁକୁ ପୋଲିସ ଉଠାଇ ଆଣିଥିଲା । ବିଳମ୍ବିତ ରାତିରେ ଡ୍ୟୁଟି କରୁଥିବା କନେଷ୍ଟବଳଙ୍କୁ ଧକ୍କା ଦେଇ…